ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

  ଡାବୁଗାଁ, ୨୮/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ର ସିଂଶାରୀ ଫାଣ୍ଡି ଅଧୀନ ସିଂଶାରୀ– ଛତିଶଗଡ ମୁଖ୍ୟ ରାସ୍ତାରେ ଇଷ୍ଟ ଇଣ୍ଡିଆ କନସୋରଟିୟମ ସଂସ୍ଥା ତରଫରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ହେଲମେଟ ବିନ୍ଧିବା, ୨ ଚକିଆ ଗାଡିରେ ୨ ଜଣରୁ ଅଧିକ ବସନ୍ତୁ ନାହିଁ, ସିଟ ବେଲ୍ଟ ଲଗାଇ ଗାଡି ଚଲାନ୍ତୁ, ମଦ୍ୟପାନ କରି, ମୋବାଇଲ ଧରି କିମ୍ବା ଅନ୍ୟ ମନସ୍କ ହୋଇ ଗାଡି ଚଲାନ୍ତୁ ନାହିଁ ବୁଝାଇବ ସହ ଗୋଲାପ ଫୁଲ ଓ ଜଗନ୍ନାଥ ଙ୍କ ଫଟୋ ଥିବା ଲକେଟ ଦେଇ ଗାଡି ଚାଳକ ମାନଙ୍କୁ ଦେଇ ସଚେତନ କରଯାଇଥିଲା | ଏଥିରେ ସିଂଶାରୀ ଫାଣ୍ଡି ଅଧିକାରୀ ଶିଶିରକାନ୍ତ ଘୋଷ, ଟିମ ଲିଡର ଚକ୍ରଧର ମହାରଣା, ଏକାଦଶୀ ପରିଡା, ଗଦାଧର ମହାରଣା, ମୃତ୍ୟୁଞ୍ଜୟ ମୁଦୁଲି, ନକୁଳ ବରାଳ ଓ ସିଂଶାରୀ ଫାଣ୍ଡିର ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କୋଇଡାରେ ତ୍ରିରଙ୍ଗା ଶୋଭାଯାତ୍ରା 

masiha

ଖାତିଗୁଡା ସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ପରିସର ରେ ବାସନ୍ତିକ ସାହିତ୍ୟ ଆସର : ଝଡ଼ ଓ ଉଷା ର କାହାଣୀ ପୁସ୍ତକ ଉନ୍ମୋଚିତ

masiha

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ 

Sunil Chandra Nayak

Leave a Comment

error: Content is protected !!