ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନବରଙ୍ଗପୁର ଜିଲ୍ଲାରେ ଭାରତ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ 

ନବରଙ୍ଗପୁର ଜିଲ୍ଲାରେ ଭାରତ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ 

ନବରଙ୍ଗପୁର- ( ୨୮|୧ )ରାହୁଲ ଗାନ୍ଧୀ ଙ୍କ ନିର୍ଦେଶରେ ନବରଙ୍ଗପୁର ବ୍ଲକ ତାରାଗାଁ ଗ୍ରାମ ପଞ୍ଚାୟତ ରେ ” ଭାରତ ନ୍ୟାୟ ଯାତ୍ରା ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛିl ଏହି କାର୍ଯ୍ୟକ୍ରମ ରେ ଗ୍ରାମର ବହୁ ମହିଳା ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ l କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ଙ୍କ ବିଭିନ୍ନ ଦୁର୍ନୀତି ବିରୁଦ୍ଧରେ ଏକ ଶୋଭାଯାତ୍ରା ବାହାରି ତାରାଗାଁ ଗ୍ରାମ ପ୍ରରିକ୍ରମା କରିଥିଲା lନବରଙ୍ଗପୁର ଜିଲ୍ଲା ମଣ୍ଡଳ ସଭାପତି ହୁସନା ଭାନୁ ଏହି ଭାରତ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଏବଂ ଆଗାମୀ ଦିନରେ ନବରଙ୍ଗପୁର ଜିଲ୍ଲା ର ବିଭିନ୍ନ ପଞ୍ଚାୟତ ରେ ମଧ୍ୟ୍ୟ ଏହି କାର୍ଯ୍ୟକ୍ରମ କରାଯିବ ବୋଲି କହିଛନ୍ତି l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କୁଣ୍ତୁଳି ପଞ୍ଚାୟତରେ ବିଜେଡିର କର୍ମୀ ସମାବେଶ ଏବଂ ବିଶାଳ ମିଶ୍ରଣ ପର୍ବ , ଅନ୍ୟ ଦଳ ଛାଡି ବିଜେଡିରେ ଯୋଗ ଦେଲେ ଶତାଧିକ କର୍ମୀ

Sunil Chandra Nayak

ବିଜେପି ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକ

masiha

ଜିଲ୍ଳା ରେ ମଣ୍ଡି ସମସ୍ୟା ତଥା ଗରିବ ଓ କୃଷକ ବିରୋଧୀ କେନ୍ଦ୍ର ବଜେଟ ବିରୁଦ୍ଧରେ ଯୁବ କଂଗ୍ରେସର‌ ବିକ୍ଷୋଭ ପ୍ରଦର୍ଶନ

Sunil Chandra Nayak

Leave a Comment

error: Content is protected !!