ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵତନ୍ତ୍ର ଉନ୍ନୟନ ପରିଷଦର କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବିଶ୍ଵ ପ୍ରଥମ ଓଡିଆ ଭାଷା ସମ୍ମିଳନୀ ସମାରୋହ ପାଳନ ନେଇ ପ୍ରସ୍ତୁତି ବୈଠକ

ସ୍ଵତନ୍ତ୍ର ଉନ୍ନୟନ ପରିଷଦର କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବିଶ୍ଵ ପ୍ରଥମ ଓଡିଆ ଭାଷା ସମ୍ମିଳନୀ ସମାରୋହ ପାଳନ ନେଇ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୨୯/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦର କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବିଶ୍ଵ ପ୍ରଥମ ଓଡିଆ ଭାଷା ସମ୍ମିଳନୀ ସମାରୋହ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଫେବୃଆରି ମାସ ର ୩ ଓ ୪ ତାରିଖ ଦିନ ବିଭିନ୍ନ କ୍ରୀଡା କରାଯିବ ଓ ୫ ତାରିଖ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ | ୮ ତାରିଖ ଦିନ ଶଶକ୍ତ ଓଡିଶା ସାଥି ଶିବିର ଅନୁଷ୍ଠିତ ହେବ | ଏଥିରେ ଆଦିବାସୀ ସଂସ୍କୃତି ଉପରେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ ଓ ଆଦିବାସୀ ସଂସ୍କୃତି ର ପରାକାଷ୍ଠା ଅର୍ଜିତ କରିଥିବା ୨୫ ଜଣ ବ୍ୟକ୍ତିଙ୍କୁ ସମ୍ମାନୀତ କରାଯିବ ବୋଲି ଆଲୋଚନା ହୋଇଥିଲା | ପରେ ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ଫେବୃଆରି ମାସ ୩ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ବୁବନେଶ୍ଵର ଜନତା ମଇଦାନବିଶ୍ଵ ପ୍ରଥମ ଓଡିଆ ଭାଷା ସମ୍ମିଳନୀ ସମାରୋହ ପାଳନ କରାଯାଉଛି | ୩ ତାରିଖ ଦିନ ପଞ୍ଚାୟତ ଓ ବ୍ଲକ ସ୍ତରରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବା ନେଇ ଆଲୋଚନା ହୋଇଥିଲା | ଏଥିରେ ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଦେବରାଜ ଗୋପାଳ, ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା କିରଣମାଳା ତିର୍କୀ, ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ, ପ୍ରଭାକର ମୁଦୁଲି, କାଳୀପଦ କୀର୍ତ୍ତନିଆ ଓ ଅର୍ଜୁନ ଭତରା, ଶିକ୍ଷକ ଡମ୍ବରୁଧର ଦାସ, ସଞ୍ଜୀବ କୁମାର ପଣ୍ଡା, ଦୁର୍ଜନ ଭତରା, ଖେଳ ଶିକ୍ଷକ ହେମନ୍ତ କୁମାର ସାମଲ, ତ୍ରିନାଥ ବାରିକ, ଖେଳ ଶିକ୍ଷୟତ୍ରୀ ରଶ୍ମିରାଣୀ ପଣ୍ଡା, ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି କାର୍ତ୍ତିକ ଭତରା, ସମସ୍ତ ସରପଞ୍ଚ, ସମିତି ସଭ୍ୟା ସଭ୍ୟ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପାହାଡପୁରରେ ମହାମହିମ ରାଷ୍ଟ୍ରପତିଙ୍କ ସ୍ବାମୀ ଶ୍ୟାମ ଚରଣଙ୍କୁ ନବମ ଶ୍ରାଦ୍ଧ ବାର୍ଷିକ ଧୂମଧାମରେ ପାଳିତ 

Sunil Chandra Nayak

ଡାବୁଗାଁ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆଖାଇ ପାଳନ 

masiha

ମହିଳା ଓ ଶିଶୁ ବିକାଶ ବିଭାଗ ସଚିବଙ୍କ ରାୟଗଡ଼ା ଗସ୍ତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort