ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଷୋହଳ ପ୍ରହର ଅଖଣ୍ଡ ନାମଯଜ୍ଞ ପାଇଁ ଭଵ୍ୟ କଳସ ଯାତ୍ରା 

ଷୋହଳ ପ୍ରହର ଅଖଣ୍ଡ ନାମଯଜ୍ଞ ପାଇଁ ଭଵ୍ୟ କଳସ ଯାତ୍ରା 

କୋକସରା,// କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ମୋଟେର ଗ୍ରାମରେ ମଙ୍ଗଳବାର ଦିନ ଷୋହଳ ପ୍ରହର ନାମଯଜ୍ଞ ପାଇଁ କଳସ ଯାତ୍ରା ମହା ଆଡମ୍ବରରେ ଭାବ ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇ ଯାଇଛି । ଭବ୍ୟ କଳସ ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁ ମାନେ ସାମିଲ ହୋଇ ନଗର ସଂକୀର୍ତ୍ତନ, ବଜରଙ୍ଗବଲି ଘଣ୍ଟୁଆ ଦଳର ଭବ୍ୟ ପଟୁଆରରେ ଯଜ୍ଞକର୍ତ୍ତା ସପତ୍ନୀକ ଦୁଷ୍ମନ୍ତ ପାଟ୍ଟଯୋଷୀ ଓ ଜ୍ୟୋତ୍ସ୍ନା ମଞ୍ଜରୀ ପାଟ୍ଟଯୋଷୀଙ୍କୁ ବରଣ କରି ଶତାଧିକ ମହିଳା କଳସ ଯାତ୍ରାରେ ସାମିଲ ହୋଇ ନଗର ପରିକ୍ରମା କରି ପୁଣ୍ୟ ପୁଷ୍କରିଣୀରୁ ମନ୍ତ୍ର ଉଚ୍ଚାରିତ ପବିତ୍ର ଜଳ ଧାରଣ କରି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ। ଯଜ୍ଞ ପୁଜକ ଭାବେ ଗୋପାଳ କୃଷ୍ଣ ଠାକୁର ସମସ୍ତ ପୂଜାବିଧି କରିଥିଲେ। ଷୋହଳ ପ୍ରହର ଅଖଣ୍ଡ ନାମଯଜ୍ଞ ପୂଜା କମିଟିର ଇଶାନ ପାଟ୍ଟଯୋଷୀ, ସୌମ୍ୟ ସରାଫ, ସଞ୍ଚୟ ସରାଫ, ଦାଶରଥି ସରାଫ, ଜ୍ୟୋତି ସରାଫ, ରଞ୍ଜନ ସରାଫ, ସାରଥି ଶବର, ଧନେଶ୍ୱର ଶବର ଓ ମୋଟେର ଗ୍ରାମବାସୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ମସିହା ନିୟୂଜ ସର୍ଭିସ୍ 

Related posts

ମେଦନା ସ୍ଥିତ ଗ୍ରାମ୍ୟଦେବୀ ମାଁ କାଳୀ କଙ୍କାଲୁଣୀ ଙ୍କ ବାର୍ଷିକ ଦଶହରା ପାଳିତ

masiha

ରାମଲାଲାଙ୍କ ରାଜାଭିଷେକ ଓ କଳସ ଶୋଭାଯାତ୍ରା

masiha

ମହିଳା ମହାବିଦ୍ୟାଳୟରେ ବିଶ୍ବ ଏଡସ୍ ଦିବସ ପାଳିତ 

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort