ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ବିଧାୟକଙ୍କ ଜନ୍ମ ଦିନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ

ଧର୍ମଗଡ଼ ବିଧାୟକଙ୍କ ଜନ୍ମ ଦିନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ

କୋକସରା,୯/୨ // ଧର୍ମଗଡ଼ ବିଧାୟକ ମୋୖଷଧି ବାଗଙ୍କ ଜନ୍ମ ଦିନ ଅବସରରେ ବିଜୁ ଛାତ୍ର, ମହିଳା ଦଳ ପକ୍ଷରୁ କଳାହାଣ୍ଡି ଜିଲ୍ଲା କୋକସରା ସ୍ଵାସ୍ଥ୍ୟ କେନ୍ଦ୍ର ସଭାଗୃହରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଧାୟକ ଶ୍ରୀ ବାଗ ଯୋଗଦେଇ ରକ୍ତଦାନ ଶିବିରକୁ ଉଦଘାଟନ କରିଥିବା ବେଳେ ଉପସ୍ଥିତ ବିଜେଡିର କର୍ମକର୍ତ୍ତା ମାନେ ବିଧାୟକଙ୍କୁ ଜନ୍ମ ଦିବସର ଶୁଭେଚ୍ଛା ସହ ସମ୍ବର୍ଦ୍ଧିତ କରି ଦୀର୍ଘ ଜୀବନ ଓ ନିରାମୟ ଜୀବନ ପାଇଁ କାମନା କରିଥିଲେ । ଭବାନୀପାଟଣା ରକ୍ତ ଭଣ୍ଡାରର କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିବା ବେଳେ ବିଜେଡିର ଯୁବ, ଛାତ୍ର ଓ କର୍ମକର୍ତ୍ତା ମାନେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ରକ୍ତଦାନ ଶିବିରକୁ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ବିଜେଡି ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା, ଛାତ୍ର ଜନତା ଦଳ ସଭାପତି ମାନସ ବେହେରା, ଯୁବ ସଙ୍ଗଠକ ମହେଶ ଗୁପ୍ତା, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ଆଶୁତୋଷ ପୁରୋହିତ, ଜିତେନ୍ଦ୍ର ପ୍ରଧାନୀ, ବାବୁ ସାହୁ, ଅରବିନ୍ଦ ପଟ୍ଟନାୟକ, ନାରାୟଣ ପଟ୍ଟନାୟକ, ନାରୀନେତ୍ରୀ ଅଶୋକା ନାଏକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ମସିହା ନିୟୂଜ୍ ସର୍ଭିସ୍ 

Related posts

ଦିବ୍ୟଜୀବନ ସଙ୍ଘ ଖାତିଗୁଡା ଶାଖାର ବାର୍ଷିକ ଉତ୍ସବ

masiha

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

masiha

ବସ୍ତା ବିଦ୍ୟୁତ୍ ଡିଭିଜନ ରେ ଲାଇନ୍ ମ୍ୟାନ ଦିବସ ପାଳିତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort