ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଙ୍କ ୨ ଦିନିଆ ମୟୁରଭଞ୍ଜ ଗସ୍ତ

ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଙ୍କ ୨ ଦିନିଆ ମୟୁରଭଞ୍ଜ ଗସ୍ତ

ପ୍ରଥମ ଦିନରେ ପରିଦର୍ଶନ କଲେ ରାଇରଙ୍ଗପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ

ମୟୂରଭଞ୍ଜ: (ମସିହା) ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ, (କଟକ )ଉପ ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ନାୟକ ଗତକାଲି ତା ୦୯-୦୨-୨୦୨୪ ରିଖ ଦୁଇ ଦିନିଆ ମୟୁରଭଞ୍ଜ ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ଙ୍କ ସହିତ ଅପରାହ୍ନ ରେ ରାଇରଙ୍ଗପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ନିରୀକ୍ଷଣ ନିମନ୍ତେ ପହଂଚି ଥିଲେ.।

ଏହି ଅବସରରେ ଉପନିର୍ଦେଶକ ଶ୍ରୀ ନାୟକ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପାଣି ଙ୍କୁ କାର୍ଯ୍ୟାଳୟ ତରଫରୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି, ସୂଚନା କେନ୍ଦ୍ର ର ଗ୍ରନ୍ଥାଗାରିକ ଶ୍ରୀ ହରିଶ ଚନ୍ଦ୍ର ମହାପାତ୍ର ଓ ରାତ୍ର ଜଗୁଆଳି ଶ୍ରୀ ସଂଗ୍ରାମ ବିଶ୍ୱାଳ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ.।

କାର୍ଯ୍ୟାଳୟ ପରିଦର୍ଶନ ତଥା ନିରୀକ୍ଷଣ ପରିପ୍ରେକ୍ଷୀରେ ଉପନିର୍ଦ୍ଦେଶକ ଶ୍ରୀ ନାୟକ ବିଭିନ୍ନ ନଥିପତ୍ର,ଫାଇଲ ଓ ରେକର୍ଡସ ଇତ୍ୟାଦି ତନଖି କରିବା ସହ କାର୍ଯ୍ୟାଳୟ ଗୃହ ଏବଂ ସୂଚନା କେନ୍ଦ୍ର ବୁଲି ଦେଖିଥିଲେ ଓ କାର୍ଯ୍ୟାଳୟ ସମ୍ପର୍କିତ ବିଭିନ୍ନ ବିଷୟରେ ପଚାରି ବୁଝି ଥିଲେ.।

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମହାନ୍ତି କାର୍ଯ୍ୟାଳୟ ର ଖାଲି ପଡ଼ିଥିବା ପଦବୀ ଗୁଡିକ ପୂରଣ ନିମନ୍ତେ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ବିଭିନ୍ନ ସମସ୍ୟା ବିଷୟରେ ତା’ଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ. ଉପନିର୍ଦ୍ଦେଶକ ଏହାର ସମାଧାନ ଦିଗ ରେ ଉଚ୍ଚ କତୃପକ୍ଷ ଙ୍କ ଦୃଷ୍ଟି ଆକର୍ଷଣ ପୂର୍ବକ ଆବଶ୍ୟକୀୟ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିଲେ.ଉକ୍ତ ଗସ୍ତ କାଳରେ ସେ କରଞ୍ଜିଆ ଉପଖଣ୍ଡ ର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ତଥା କରଞ୍ଜିଆ ଏବଂ ଯଶିପୁର ସୂଚନା କେନ୍ଦ୍ର ପରିଦର୍ଶନ କରିଥିଲେ.ରାଇରଙ୍ଗପୁର କାର୍ଯ୍ୟାଳୟ ପରିଦର୍ଶନ ସାରି ସେ ରାତ୍ରୀ ଯାପନ ପାଇଁ ବାରିପଦା ଯାଇଥିଲେ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ସମ୍ବାଦ ସାହିତ୍ୟଘରର ମାସିକ ଆସର “ଫୁଲ ସାବାରିରେ ଆସିଛି ଫଗୁଣ”

masiha

ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

Sunil Chandra Nayak

ପ୍ରାଥମିକ ଶିକ୍ଷକ (ଏକ୍ସ -କ୍ୟାଡ଼ର )ମାନଙ୍କ ଧାରଣା 42 ଦିନରେ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort