ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୁନାଗଡ଼ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ

ଜୁନାଗଡ଼ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ

ଜୁନାଗଡ଼,୧୪/୨(ମ ନି ସ),, କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହର ମସଜିଦ ପାଖ ଏନ. ଏ. ସି ପୁରୁଣା ଗେଷ୍ଟ ହାଉସ ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ ହୋଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ସୁଜିତ ସେଠ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର,ସିଡିଏମଓ ଡାକ୍ତର ସୁଚେତା ପାଣି, ଉପଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା,ନଗରପାଳ ମୁକେଶ ଅଗ୍ରୱାଲ, ଉପ -ନଗରପାଳ ହିମାଦ୍ରୀ ନାଏକ ଓ ସମସ୍ତ ପାରିଷଦ ବୃନ୍ଦ ସହରର ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ସହରବାସୀ ଉପସ୍ଥିତ ଥିଲେ lଏହି ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ସହରର ଅର୍ଦ୍ଧାଧିକ ଅଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ପାଇପାରିବେ।ଏହାର ସ୍ଥାୟୀ କେନ୍ଦ୍ର ସହରର ହଣ୍ଡାଖାଲ ପଡ଼ାଠାରେ ନିର୍ମାଣ ହେବ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

କୋରାପୁଟ ଜିଲ୍ଲାରେ ୮୦ ବର୍ଷ ଓ ତଦୁର୍ଦ୍ଧ ହିତାଧିକାରୀ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ

masiha

ଆର୍ ଜି ଏଚ୍ କୁ ରାଜଧାନୀ ହସ୍ପିଟାଲର ମାନ୍ୟତା ସହିତ ବିବିଧ ସମସ୍ୟାର ସମାଧାନ ପାଇଁ ବିଜେପିର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର ପ୍ରଦାନ

masiha

ନବରଙ୍ଗପୁର ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ଉପରେ ସଚେତନତା ପଦଯାତ୍ରା ଅନୁଷ୍ଠିତ 

Leave a Comment

error: Content is protected !!