ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝାଡେଶ୍ୱର୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର 

ଝାଡେଶ୍ୱର୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର 

କଟକ : କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଝାଡେଶ୍ୱର୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର ଅଧ୍ୟକ୍ଷ ପ୍ରଧ୍ୟାପକ ବରଦା ପ୍ରସାଦ ମିଶ୍ରଙ୍କ ସଭାପତିତ୍ବରେ ଉଦଯାପିତ ହୋଇଯାଇଛି । ଉକ୍ତ ଶିବିରରେ ପ୍ରସିକ୍ଷୀକା ସସ୍ମିତା ଦାସ ତାଲିମ ୮ ଦିନ ଧରି ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଅଧ୍ୟାପକ ଉତ୍ତମ କୁମାର ନାୟକ ସାମ୍ପ୍ରତିକ ସମୟରେ ମହିଳାଙ୍କ ଆତ୍ମରକ୍ଷା କୌଶଳର ଆବଶ୍ୟକତା ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ଅଧ୍ୟାପକ ଗୌତମ ରାଉତ ମହିଳା ମାନଙ୍କର ଆତ୍ମରକ୍ଷା କୌଶଳର ଗୁରୁତ୍ୱ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ l ଅଧ୍ୟାପକ ଗୁରୁପ୍ରସାଦ ପରିଡ଼ା ଅଧ୍ୟାପକ ଜଗବନ୍ଧୁ ମଲ୍ଲିକ ପ୍ରମୁଖ ଆତ୍ମସୁରକ୍ଷା ସମ୍ପର୍କରେ ଆଲୋକପାତ କରିଥିଲେ କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା କ୍ରୀଷ୍ଣା ରାଣୀ କଳା ଶିବିର ପରିଚାଳନା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ l

କଟକ ସଦର ରୁ ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଇମ୍ଫାରେ ୫୧ ତମ ବିଶ୍ଵ ପରିବେଶ ଦିବସ ପାଳିତ

ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଭିଗ୍ନାନ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା

Sunil Chandra Nayak

ନବରଙ୍ଗପୁର ଜିଲ୍ଲା ଓକିଲ ସଙ୍ଘ ଦ୍ୱାରା ବସ ଚଳାଚଳ ପାଇଁ ଦାବିପତ୍ର ପ୍ରଦାନ

masiha

Leave a Comment

error: Content is protected !!