ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି: ପୋଖରୀରେ ଗାଧୋଇବା ବେଳେ ବୁଡିଗଲେ ଦୁଇ ନାବାଳକ, ଉଦ୍ଧାର ହେଲା ମୃତଦେହ

କଳାହାଣ୍ଡି: ପୋଖରୀରେ ଗାଧୋଇବା ବେଳେ ବୁଡିଗଲେ ଦୁଇ ନାବାଳକ, ଉଦ୍ଧାର ହେଲା ମୃତଦେହ

ପୋଖରୀରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ । କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ପାଡେପଦର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ପାଡେପଦର ଗାଁରେ ପୋଖରୀରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ଦୁରେଶ ପଦର ଗାଁର ୮ବର୍ଷ ବୟସ୍କ ଆସମାନ ନାଏକ ଏବଂ ୭ବର୍ଷ ବୟସ୍କ ସାନ୍ତୁନ ନାଏକ । ଦୁଇ ଜଣ ପୋଖରୀରେ ଗାଧୋଇବା ବେଳେ ବୁଡି ଯାଇଥିବା ସୂଚନା ମିଳିଛି । ଥୁଆମୁଳ ରାମପୁର ପୋଲିସ ଏବଂ ଦମକଳ ବାହିନୀ ଘଟଣାସ୍ଥଳରେରେ ପହଞ୍ଚି ନାବାଳକମାନଙ୍କ ମୃତଦେହ ଉଦ୍ଧାର କରିଥିଲେ । ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ମୁଖ୍ୟମନ୍ତ୍ରୀ ଙ୍କ କଳାହାଣ୍ଡି ଗ୍ରସ୍ତ ସମୟରେ  ଧର୍ମଗଡ ଜିଲ୍ଲା ଗଠନ ଦାବୀ ତେଜିଲା

Sunil Chandra Nayak

ବଡଓଲମା ବିଦ୍ୟାଳୟରେ ଗୁରୁ ଦିବସ ପାଳିତ 

masiha

କନ୍ଧମାଳ : ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ପଦୋନ୍ନତି ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଘେରାଉ

Sunil Chandra Nayak

Leave a Comment

error: Content is protected !!