ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସଂଗ୍ରାମୀ ବନମାଳୀ ମହାରଣାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ 

ସଂଗ୍ରାମୀ ବନମାଳୀ ମହାରଣାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ 

କଟକ : କଟକ ସଦର ୪୨ ମୌଜା ପଟଣା ଗ୍ରାମର ସାମାଜିକ ସଙ୍ଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ତରଫରୁ ଗଞ୍ଜାମ ଜିଲ୍ଲା ବଳାନ୍ତର ଖଲ୍ଲିକୋଟ ଗ୍ରାମର ଗର୍ବ ଓ ଗୌରବ ସ୍ୱାଧୀନତା ସଂଗ୍ରାମର ବୀର ପୁରୁଷ ସଂଗ୍ରାମୀ ବନମାଳୀ ମହାରଣା ଙ୍କ କାଳ କୃତି କୁ ସ୍ମରଣ କରି ତାଙ୍କର ୩୫ ତମ ଶ୍ରାଦ୍ଧ ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ବ୍ରାହ୍ମ ମୁହୂର୍ତ୍ତରେ ପୂଜ୍ୟପୂଜା ଭବନରେ ଅର୍ପଣ କରାଯାଇଛି ।

କଟକ ସଦର ରୁ ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

କୃଷି ସହ ଜଡ଼ିତ ଓଡ଼ିଆଙ୍କ କୃଷି ଦିବସ , ଧର୍ମଗଡ ବ୍ଲକ ଡ଼ୁମେରଗୁଡା ପଞ୍ଚାୟତ କେରମୁଣ୍ଡା ଗ୍ରାମ ଠାରେ ଅକ୍ଷୟ ତୃତୀୟା

Sunil Chandra Nayak

ରାଇରଙ୍ଗପୁର ଉଚ୍ଚ ବାଳକ ବିଦ୍ଯାଳୟର ୧୯୯୮ ମସିହା ବ୍ଯାଚ ତରଫରୁ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ଉ ଅନ୍ନ ପ୍ରସାଦ ବଣ୍ଟନ

Sunil Chandra Nayak

ଓଡିଶା ମିଲେଟ ମିଶନ ପକ୍ଷରୁ ବିଭିନ୍ନ ପ୍ରତିଯୋଗୀତା

Sunil Chandra Nayak

Leave a Comment

error: Content is protected !!