ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି

ନବରଙ୍ଗପୁର, (୨୩/୦୨) ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ ଆସନ୍ତା ମାର୍ଚ୍ଚ ୦୯ ତାରିଖ ଶନିବାର ଦିନ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ଆଦେଶ କ୍ରମେ ନବରଙ୍ଗପୁର, ଉମରକୋଟ, ରାଇଘର, ଚନ୍ଦହାଣ୍ଡି ଓ ଝରିଗାଁ ରେ ଥିବା ବିଚାରାଳୟ ଗୁଡିକରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଇତ୍ୟାଦି ମକଦ୍ଧମାର ଅପୋକ୍ଷ ସହମତିରେ ସହଜ, ଚୁଡାନ୍ତ ଏବଂ ଅମଳଯୋଗ୍ୟ ସମାଧାନ ହୋଇଥାଏ । ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟ।ଙ୍କ ଋଣ ଦେୟ, ବିଜୁଳି/ ଜଳଯୋଗାଣ ଦେୟ, ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଅପୋକ୍ଷ ସହମତିରେ ସମାଧାନ ମଧ୍ୟ ହୋଇପାରିବ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ ଓ ଚନ୍ଦାହାଣ୍ଡି ସହ ତୁରନ୍ତ ଯୋଗାଯୋଗ କରନ୍ତୁବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ସୂଚନା ଦେଇଛନ୍ତି। ଯୋଗାଯୋଗ ନମ୍ବର. ୧୫୧୦୦/ ୦୬୮୫୮-୨୨୨୪୪୫/ ୦୬୮୫୮-୨୨୨୫୪୫.

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

୧୯୮୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ସମ୍ବର୍ଦ୍ଧିତ ହେଲେ ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀ 

masiha

ଓ.ଏମ.ସି କର୍ତ୍ତୃପକ୍ଷଙ୍କ କାର୍ଯ୍ୟପ୍ରଣାଳୀରେ ଖଣିବାସୀ ହିନସ୍ଥା,କେଉଁ ଖଣି ଅଫିସରଙ୍କ ବଳରେ ବଳୀଆନ୍ ଏବେ ପ୍ରଶ୍ନ ଉଠିଛି

masiha

ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟ ଛୁଟି, ବ୍ଲକ ଅଧ୍ୟକ୍ଷଙ୍କ ଆପତ୍ତି  

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort