ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାଂସଦ ଖେଳ ମହାକୁମ୍ଭ -୨୦୨୪ ଅନୁଷ୍ଠିତ 

ସାଂସଦ ଖେଳ ମହାକୁମ୍ଭ -୨୦୨୪ ଅନୁଷ୍ଠିତ 

ବସ୍ତା,24/02 :ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କ ମାର୍ଗଦର୍ଶନରେ ଖେଳର ପ୍ରଚାର ପ୍ରସାର ଏବଂ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ ବାଲେଶ୍ୱର ଲୋକସଭା କ୍ଷେତ୍ରରେ ଗତ ୨୦ତାରିଖ ଠାରୁ ଆରମ୍ଭ ହୋଇଥିବା ସାଂସଦ ଖେଳ ମହାକୁମ୍ଭ -୨୦୨୪ ର ଶନିବାର ଅପରାହ୍ନ 2 ଟା ସମୟରେ ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖୁଆଡ଼ ଷ୍ଟାଡିଅମ୍ ପଡ଼ିଆଠାରେ ଆୟୋଜିତ ବ୍ଲକ ସ୍ଥରୀୟ ବିଭିନ୍ନ ଖେଳ ପ୍ରତିଯୋଗିତାରେ ମୁଖ୍ୟଅତିଥି ଭାବେ ବାଲେଶ୍ୱର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସାଂସଦଙ୍କ ପ୍ରତିନିଧି ଶାନ୍ତନୁ ପଟ୍ଟନାୟକ, ନଗର ସଭାପତି ତଥା ପୌର ସାଂସଦଙ୍କ ପ୍ରତିନିଧି ଫାଲ୍ଗୁନୀ ପାଣିଗ୍ରାହୀ, ଯୁବନେତା ସଂଗ୍ରାମ ପରିଡ଼ା,ରତ୍ନାକର ରାୟ,ମଣ୍ଡଳ ସଭାପତି ତରୁଣ ପଟ୍ଟନାୟକ, ତପନ ବିଶ୍ୱାଳ, ତନ୍ମୟ ଚନ୍ଦ, କମଲ ଲୋଚନ ପାଳ, ସତ୍ୟବ୍ରତ ପଣ୍ଡା, ଗଜେନ୍ଦ୍ର ଖମାରୀ, ସାଗର ଦାସ, ରାମକୃଷ୍ଣ ମାଝୀ, ଗୋବର୍ଦ୍ଧନ ପ୍ରାମାଣିକ, ଚନ୍ଦନ ପ୍ରମାଣିକ, ଅଜୟ ଦାସ ପ୍ରମୁଖ ଉପସ୍ଥିତ ହୋଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ l ଶେଷରେ କୃତି ଖେଳାଳୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ବିଶ୍ଵ ନାଟ୍ୟ ଦିବସ ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ମାଟି ଅତଡ଼ା ଖସି ନାବାଳିକା ମୃତ, ଅନ୍ୟ ଜଣେ ଗୁରୁତର 

Sunil Chandra Nayak

ଶିକ୍ଷକ ଗୌରବ ସମ୍ମାନ ‘ରେ ସମ୍ମାନିତ ହେଲେ ବାଙ୍କିଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷକ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort