ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କର ସୁଧ ଫେରସ୍ତ ମେଳା 

ଡାବୁଗାଁରେ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କର ସୁଧ ଫେରସ୍ତ ମେଳା 

ଡାବୁଗାଁ, ୨୭/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରେ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କର ସୁଧ ଫେରସ୍ତ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକର ୧ ହଜାର ସ୍ଵୟଂ ସହାୟକ ଗୋଷ୍ଠୀ ମଧ୍ୟରୁ ୨୯୦ ଟି ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ସୁଧ ଫେରସ୍ତ କରାଯାଇଛି | ଏଥିରେ ଯେଉଁ ସ୍ଵୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କରୁ ଋଣ ଉଠାଣ କରି ଠିକ ସମୟରେ ବ୍ୟାଙ୍କରେ ରୁଣ ପରିଶୋଧ କରିସାରିଛି | ସେମାନଙ୍କ ଠାରୁ ବ୍ୟାଙ୍କ ତରଫରୁ ନିଆଯାଇଥିଲା | ଉକ୍ତ ସୁଧ ଟଙ୍କା ସରକାର ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଫେରସ୍ତ କରି ଦିଆଯାଇଛି | ଏଥିରେ ଡାବୁଗାଁ ହାଟପଦା ଗ୍ରାମର ସାଇରାମ ସ୍ଵୟଂ ସହାୟକ ଗୋଷ୍ଠୀ ୩୮,୮୨୩ ଟଙ୍କା ସୁଧ ଫେରସ୍ତ ପାଇ ଜିଲାରେ ପ୍ରଥମ ସ୍ଥାନରେ ରହିଛନ୍ତି | ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ସଞ୍ଜୀବ କୁମାର ସେଠୀ, ସିଡିପିଓ ମିନତୀ ଦାଶ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ମେଦନା ସରପଞ୍ଚ ସୁମିତ୍ରା ମାଝି, ଅଞ୍ଚଳା ସରପଞ୍ଚ ରମେଶ ମାଝି, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ରୋଜାଲିନ ପ୍ରଧାନ, କୁନମୁନ ସେନାପତି, ସାଇରା ବାନୁ, ବିମଳା କୁମାରୀ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ | ଶେଷରେ ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ସୁଧ ର ଚେକ ପ୍ରଦାନ କରାଯାଥିଲା | ଏହି କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ, ବ୍ୟାଙ୍କ ମିତ୍ର, ଏମବିକେ, ସିଆରପି ଓ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ମିସନଶକ୍ତି ସଂଯୋଜକ ନବୀନ ଭତ୍ରା ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଦିଲ୍ଲିପ ରାୟଙ୍କ ଜନ୍ମଦିନ ଉପଲକ୍ଷେ ଦ୍ବୀପ ପ୍ରଜ୍ଜ୍ୱଳନ 

masiha

ବିଜୁ ଏକ୍ସପ୍ରେସ ସଡ଼କ ରେ ପୁଣି ଦୁର୍ଘଟଣା, ଦୁଇ ବାଇକ୍ ଧକ୍କା ରେ ଦୁଇ ବାଇକ୍ ଆରୋହୀ ଙ୍କ ମୃତ୍ୟୁ

masiha

କୃଷକ ତାଲିମ୍ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort