ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ବସ୍ତା,୨୯/୦୨: ବସ୍ତା ଥାନା 60ନମ୍ୱର୍ ଜାତୀୟ ରାଜପଥ ହଳଦୀପଦା ରାଜଧାନୀ ଢ଼ାବା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ଆଜି ସକାଳେ ହଳଦୀପଦା ରାଜଧାନୀ ଢ଼ାବା ନିକଟରେ ରାସ୍ତା ପାରିହେଉଥିବା ସମୟରେ ଜଣେ ଯୁବକ ଙ୍କୁ ଅଜଣା ଗାଡି ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଥିଲା। ସ୍ଥାନୀୟ ଲୋକ ପୋଲିସ କୁ ଖବର ଦେବା ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ବସ୍ତା ଚିକିତ୍ସାଳୟକୁ ପଠାଇଥିବା ଜଣାଯାଇଛି। ତେବେ ଯୁବକ ଜଣକ କିଏ ତାହାର କୌଣସି ପରିଚୟ ମିଳିନଥିବା ବେଳେ ହାତରେ ଥିବା ଏକ ଟାଟୁ ରେ ସୁରେନ୍ଦ୍ର ଲେଖାଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ଏନେଇ ବସ୍ତା ଥାନା ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଥିବା ଜଣାଯାଇଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ମ୍ୟାକ୍ସ ପିକ୍‌ଅପ୍ ଭର୍ତ୍ତି ଶାଗୁଆନ କାଠ ଜବତ, ଜଣେ ଗିରଫ

Sunil Chandra Nayak

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ ରେ ଜଣେ ଗିରଫ ପରେ କୋର୍ଟ ଚାଲାଣ 

Sunil Chandra Nayak

ଏକମାସ ଧରି ନିଖୋଜ ବହୁ ଚର୍ଚ୍ଚିତ ଭିକି ମହାନ୍ତିର ମୃତଦେହ ପୋଲିସ ଦ୍ବାରା ଉଦ୍ଧାର ଓ ଘଟଣାର ପର୍ଦ୍ଦାଫାଶ ନେଇ ଏସଡିପିଓଙ୍କ ସାମ୍ବାଦିକ ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort