ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖଡ଼ିଆଳ ମୋଡେଲ ଡିଗ୍ରୀ କଲେଜ ପକ୍ଷରୁ ନୂଆ – ଓ଼ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଖଡ଼ିଆଳ ମୋଡେଲ ଡିଗ୍ରୀ କଲେଜ ପକ୍ଷରୁ ନୂଆ – ଓ଼ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା,ପଂଚାୟତରାଜ ଦିବସ ଉପଲକ୍ଷେ ମଙ୍ଗଳବାର ନୂଆପଡା ଜିଲ୍ଲା ଖଡ଼ିଆଳ ମୋଡେଲ ଡିଗ୍ରୀ କଲେଜଠାରେ ନୂଆ-ଓ଼ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କଲେଜ ଅଧକ୍ଷ ଅକ୍ଷୟ କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ନୂଆ-ଓ଼ ଛାତ୍ରବୃତି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ ମୁଖ୍ୟ ଅତିଥିଭାବେ ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ସାର୍ଟିଫିକେଟ ପ୍ରଦାନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ମେଜର ଡ଼. ରାମ ଚନ୍ଦ୍ର ମିଶ୍ର, ସମ୍ମାନିତ ଅତିଥିଭାବେ ନୂଆ-ଓ଼ ଛାତ୍ର ବୃତ୍ତି କାର୍ଯ୍ୟକ୍ରମର ନୋଡାଲ ଅଫିସର ଅବିନାଶ କୁମାର ପୃଷ୍ଟି ପ୍ରମୁଖ ଉପସ୍ଥିତଥିଲେ l ଏହି ଅବସରରେ ମୋଟ ୧୦୧୪ ଜଣ ଛାତ୍ରଛାତ୍ରୀଙ୍କୁ ଛାତ୍ର ବୃତ୍ତି ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l

ନୂଆପଡ଼ା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ସେରେଣ୍ଡା ପଞ୍ଚାୟତରେ ସ୍ୱଚ୍ଛତା ଅଭିଯାନ: ବାବା ଜଟେଶ୍ୱର ମନ୍ଦିର ପ୍ରାଗଣରେ ଆୟୋଜିତ ହେଲା ବୈଶିଷ୍ଟ୍ୟପୂର୍ଣ୍ଣ ପରିଚ୍ଛନ୍ନତା କାର୍ଯ୍ୟକ୍ରମ

Sunil Chandra Nayak

ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ବିଭିର୍ନ୍ନ ସମସ୍ୟା ନେଇ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସହିତ ଆଲୋଚନା 

masiha

ପ୍ରଥମ ଜଳବାୟୁ ପରିବର୍ତ୍ତନ ସାହିତ୍ୟ ପ୍ରତିବିମ୍ବ ସଭା ଆୟୋଜିତ

masiha

Leave a Comment

error: Content is protected !!