ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟ୍ରକର ପଛକୁ ଧକ୍କା ଦେଲା ହାଇୱା :ଅଳ୍ପକେ ବର୍ତ୍ତିଲେ ଚାଳକ

ଟ୍ରକର ପଛକୁ ଧକ୍କା ଦେଲା ହାଇୱା :ଅଳ୍ପକେ ବର୍ତ୍ତିଲେ ଚାଳକ

ବସ୍ତା,12/03 : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥ ର ମଙ୍ଗଳବାର ଅପରାହ୍ନ ସମୟରେ ନାଇକୁଡି ଛକ ନିକଟରେ ଟ୍ରକର ପଛକୁ ଧକ୍କା ଦେଲା ହାଇୱା ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ l ସୂଚନା ଅନୁଯାୟୀ ଉକ୍ତ ହାଇୱା ବାଲେଶ୍ୱର ରୁ ବାହାରି ଜଳେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା l ଫଳରେ ପୋଲିସ ପହଂଚି ଅଧିକ ତଦନ୍ତ ଜାରିରଖିଛି l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଗୋଇପିଟା ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ସଙ୍କଟ, ଝରଣା ଓ ନାଳ ପାଣି ପିଇବାକୁ ବାଧ୍ୟ ଗ୍ରାମବାସୀ

ଧାନ ବୋଝେଇ ଟ୍ର।କଟର ଗାଡି ଓଲଟିଲା ,ଚାଳକ ମୃତ୍ୟୁ

5T କାର୍ଯ୍ୟ ନିମ୍ନ ମାନର ଶିକ୍ଷକ ସାଜିଛନ୍ତି ଠିକାଦାର 

Sunil Chandra Nayak

Leave a Comment

error: Content is protected !!