ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମଥାନୀ ନିକଟରେ ବାଇକରୁ ଖସିପଡି ଚାଳକ ଆହତ :ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ମଥାନୀ ନିକଟରେ ବାଇକରୁ ଖସିପଡି ଚାଳକ ଆହତ :ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା,13/03 :ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ବୁଧବାର ଅପରାହ୍ନ ସମୟରେ ମଥାନି ନିକଟରେ ବାଇକରୁ ଖସିପଡି ଚାଳକ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ବାଇକ ଚାଳକ ପଶ୍ଚିମବଙ୍ଗରୁ ବାହାରି ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା lଖବର ପାଇ ଜାତୀୟ ରାଜପଥ ପେଟ୍ରୋଲିଙ୍ଗ ପୋଲିସ ଘଟଣା ସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ ଯୋଗେ ବସ୍ତା ଡାକ୍ତରଖାନାକୁ ପଠାଇ ଘଟଣାର ଅଧିକ ତଦନ୍ତ ଜାରୀରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଆମ୍ବପଡା ଗ୍ରାମରେ ବାଦୀପାଲା ଉଦଯାପିତ

କାର୍ଗିଲ୍ ଯୁଦ୍ଧର ଯାମଦା ଅଂଚଳର ଅନନ୍ୟ ଵୀର ସହିଦ୍ ସୁଦାମ ଚରଣ ଟୁଡୁ 

Sunil Chandra Nayak

ଭାରତୀୟ ମଜଦୂର ସଂଘ ର ବାର୍ଷିକ ସମ୍ମିଳନୀ 

masiha

Leave a Comment

error: Content is protected !!