ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଜଣା ଗାଡି ଧକ୍କାରେ ଯୁବକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଅଜଣା ଗାଡି ଧକ୍କାରେ ଯୁବକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା 20/03 :ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ବୁଧବାର ଅପରାହ୍ନ ସମୟରେ ନାଇକୁଡି ଛକ ନିକଟରେ ଅଜଣା ଗାଡି ଧକ୍କା ରେ ଯୁବକ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ଯୁବକ ଜଣଙ୍କ ଖଣ୍ଡବିଖଣ୍ଡ ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିବା ବେଳେ କୌଣସି ଏକ ଅଜଣା ଗାଡି ଧକ୍କା ଦେଇଛି ବୋଲି ଅନୁମାନ କରାଯାଉଛି l ସ୍ଥାନୀୟ ଲୋକେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଉକ୍ତ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗ ଅଂଚଳର ରାଜୁ ହାଁସଦା ବୋଲି ଜଣାଯାଇଛି l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଏକତ୍ର ର ନାଟ୍ଯ ଆଲୋଚନାଚକ୍ର , କାବ୍ୟ ଭିତରେ ନାଟକ ଶ୍ରେଷ୍ଠ କାବ୍ୟ: ନବୀନ ପରିଡା 

କଳାକାରର ମୃତ୍ୟୁ ନାହିଁ , କଳାକାର ପ୍ରେମଚାନ୍ଦ ପଟ୍ଟନାୟକ ଶ୍ରାଦ୍ଧ ବାର୍ଷିକୀ ପାଳିତ

masiha

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ବାନ 

Sunil Chandra Nayak

Leave a Comment

error: Content is protected !!