ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ନିର୍ଦ୍ଦେଶକ ଭାବେ ମନୋନୀତ

ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ନିର୍ଦ୍ଦେଶକ ଭାବେ ମନୋନୀତ

ବାଲେଶ୍ଵର,୨୩/୩/୨୪- ବାଲେଶ୍ଵର ଜିଲ୍ଲା ଖଇରା ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କର ନିର୍ଦ୍ଦେଶକ ଭାବେ ମନୋନୀତ l ଓଡିଶାରୁ ଦୁଇ ଜଣ ମନୋନୀତ କଟକ କେନ୍ଦ୍ର ସମବାୟ ବ୍ଯାଙ୍କ ଓ ବାଲେଶ୍ଵର ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି l ବାଲେଶ୍ବର ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ଗଣେଶ ପ୍ରସାଦ ମହାପାତ୍ରଙ୍କୁ ବିବିନ୍ନ ସଂଗଠନ, ବାଲେଶ୍ବର ଭଦ୍ରକର ସମବାୟବିତି ଓ ବାଲେଶ୍ବର ଭଦ୍ରକ କେନ୍ଦ୍ର ସମବାୟର ସମସ୍ତ କର୍ମଚାରୀ ମାନେ ଶୁଭେଚ୍ଛା ଜଣାଇଛନ୍ତି l ବ୍ଯାଙ୍କର ସଭାପତି ଗଣେଶ ପ୍ରସାଦ ମହାପାତ୍ର ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମବାୟ ମନ୍ତ୍ରୀ, ଅତନୁ ସବ୍ୟସାଚୀ ନାୟକ, ଓଡିଶା ରାଜ୍ୟ ସମବାୟ ବ୍ଯାଙ୍କର ସଭାପତି ପ୍ରକାଶ ରାଓ ଦୋରାଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ବାଲେଶ୍ଵର ଭଦ୍ରକ କେନ୍ଦ୍ର ସମବାୟ କୋପେରେଟିଭ ବ୍ୟାଙ୍କର କର୍ମଚାରୀ ଓ ବାଲେଶ୍ଵର ଭଦ୍ରକର ସମସ୍ତ ସମବାୟବିତିଙ୍କୁ ଧନ୍ୟବାଦ ଦେବା ସହ ଆଗାମୀ ଦିନରେ ବାଲେଶ୍ବର ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କରେ ଥିବା ମୌଳିକ ସମସ୍ୟାର ସମାଧାନ ପାଇଁ ରାଜ୍ଯ ସମବାୟ ବ୍ୟାଙ୍କରେ ଦାବି ଉପସ୍ଥାପନ କରି ସମାଧନ କରିବା ସହ ବାଲେଶ୍ବର ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କକୁ ଓଡିଶାର ଏକ ନମ୍ବର ବ୍ଯାଙ୍କ କରିବା ପାଇଁ କହିଥିଲେ ଶ୍ରୀ ମହାପାତ୍ର ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳିତ

Sunil Chandra Nayak

ଗୋଲାମୁଣ୍ଡା ବ୍ଲକ ଦଶପୁର ଠାରେ ଅଭାବନୀୟ ଘଟଣା , ଖେଳୁଥିବା ବେଳେ ଛାତ ରୁ ପଡ଼ିଯିବାରୁ ପେଟ ଭିତରେ ରଡ଼ ଗଳି ଯାଇ ନାବାଳକ ଗୁରୁତର

masiha

ପଲସ ପୋଲିଓ ଅଭିଯାନର ଶୁଭାରମ୍ଭ

masiha

Leave a Comment

error: Content is protected !!