ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅଜଣା ଗାଡି ଧକ୍କାରେ ବୃଦ୍ଧ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଅଜଣା ଗାଡି ଧକ୍କାରେ ବୃଦ୍ଧ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା 20/03 :ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ରବିବାର ମଧ୍ୟାହ୍ନ ସମୟରେ ସେଣ୍ଡିରୀ ନିକଟରେ ଅଜଣା ଗାଡି ଧକ୍କା ରେ ବୃଦ୍ଧ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ବୃଦ୍ଧ ଜଣଙ୍କ କ୍ଷତାକ୍ତ ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିବା ବେଳେ କୌଣସି ଏକ ଅଜଣା ଗାଡି ଧକ୍କା ଦେଇଛି ବୋଲି ଅନୁମାନ କରାଯାଉଛି l ସ୍ଥାନୀୟ ଲୋକେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଉକ୍ତ ବୃଦ୍ଧଙ୍କ ପରିଚୟ ମିଳିପାରିନାହିଁ ନାହିଁ l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଚୋରି ଗ୍ୟାଙ୍ଗ ଆଗରେ ହାର ମାନୁଛି କି ଗୋଲାମୁଣ୍ଡା ପୁଲିସ ?  ଗୋଲାମୁଣ୍ଡା ବ୍ଲକ ରେ ବୃଦ୍ଧି ପାଇଛି, ଚୋରି ଡକାୟତି ଓ ରାହାଯାନୀ

ତିରିଂ ପୋଲିସର ସଫଳତା ! ଦେଓଗାଁ ର ବହୁ ଚର୍ଚ୍ଚିତ ମହିଳା ସୁହାଗି ଗଇପାଇ ହତ୍ଯାକାଣ୍ଡର ମୁଖ୍ୟ ଆସାମୀ ସ୍ବାମୀକୁ ବାନ୍ଧିଲା ପୋଲିସ

Sunil Chandra Nayak

ପିଟିପିଟି ଗାଈକୁ ମାରିଦେଲା , ରାସ୍ତା ଉପରେ ଛାଡ଼ିଦେଇ ଚାଲିଗଲା ଦଲାଲ୍ 

masiha

Leave a Comment

error: Content is protected !!