ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖୁଆଡ଼ ଅଂଚଳରେ ଝାଡ଼ଖଣ୍ଡି ହାତୀପଲ ଆତଙ୍କ

ଖୁଆଡ଼ ଅଂଚଳରେ ଝାଡ଼ଖଣ୍ଡି ହାତୀପଲ ଆତଙ୍କ

ବସ୍ତା,25/03 : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ସୋମବାର ଅପରାହ୍ନ ସମୟରେ ଖୁଆଡ଼ ଅଂଚଳରେ ଝାଡ଼ଖଣ୍ଡି ହାତୀପଲ ଆତଙ୍କ ଦେଖିବାକୁ ମିଳିଛି।ତେବେ ଏହି ହାତୀପଲ ପାଖ ବଣଦେଇ ହାତୀ ଏହି ଅଂଚଳରେ ପ୍ରବେଶ କରିଥିଲେ। ଏହି ଅଂଚଳରେ ଥିବା ବିଭିନ୍ନ ଲୋକଙ୍କ ଘରେ ଥିବା ଧାନ ଚାଉଳ ନଷ୍ଟ କରିବା ସହିତ ଚାଷଜମି ଓ ଗଛପତ୍ର ଭାଙ୍ଗିଥିଲେ। ପରେ ବନବିଭାଗ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରୁ ହାତୀ କୁ ପାଖ ଜଙ୍ଗଲକୁ ଛାଡିଥିବା ଜଣାଯାଇଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ରାୟଗଡ଼ା ଭାରତୀୟ ମଜଦୁର ସଂଘର ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ 

Sunil Chandra Nayak

ବେସାହାରା ଯମୁନା ଶିଅଳଙ୍କୁ ଭେଟିଲେ କଂଗ୍ରେସ ନେତା ହିମାଂଶୁ ଶେଖର

masiha

ଢେଙ୍କାନାଳ ନିର୍ମାଣ ଶ୍ରମିକ ଜିଲ୍ଲା ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!