ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହୋଲି ଦିନରେ ଅଘଟଣ  ବାଇକ୍ ଦୁର୍ଘଟଣାରେ ଚାଲିଗଲା ଦୁଇଜଣଙ୍କ ଜୀବନ 

ହୋଲି ଦିନରେ ଅଘଟଣ 

ବାଇକ୍ ଦୁର୍ଘଟଣାରେ ଚାଲିଗଲା ଦୁଇଜଣଙ୍କ ଜୀବନ 

ରୁପ୍ରା, ୨୬/୩ (ମନିସ) : କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ୍ ଅନ୍ତର୍ଗତ ପଲମ୍ ଫାଣ୍ଡି ଅଧିନ ଆଲିମ୍ ଗ୍ରାମର ଦୁଇଜଣ ବ୍ୟକ୍ତି ଦେବରାଜ ଭୋଇ ୨୨ବର୍ଷ ଓ ଅଭୟ ଦୋରା ୧୫ବର୍ଷ, OD03Y 8495 ନମ୍ୱର୍ ଥିବା ବାଇକ୍ ରେ କୌଣସି କାମରେ ପଲମ ଯାଇ ଘରକୁ ଫେରୁଥିବା ବେଳେ ଘରଠୁଁ କିଛି ଦୁରରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହେବାରୁ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣା ସମ୍ପର୍କରେ ପଲମ ଫାଣ୍ଡି ଅଧିକାରୀ ଅକ୍ଷୟ ପ୍ରସାଦ ପଟ୍ଟନାୟକ ଖବର ପାଇ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚିବା ସହିତ ଆମ୍ୱୁଲେନ୍ସ୍ କୁ ଖବର କରିଥିଲେ, ମାତ୍ର ଆମ୍ୱୁଲେନ୍ସ୍ ଆସିବାରେ ବିଳମ୍ବ ହେବାରୁ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଆମ୍ୱୁଲେନ୍ସ୍ ଆସିବା ପରେ ଉଭୟଙ୍କୁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ, ହସପିଟାଲ ପହଞ୍ଚିବା ପରେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଖବର ଲେଖା ହେଲା ବେଳକୁ ଶବ ବ୍ୟବଚ୍ଛେଦ ହୋଇନଥିବା ଜଣାପଡିଛି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି। ତେବେ ହୋଲିପର୍ବରେ ସାରା ଅଞ୍ଚଳରେ ଖୁସିର ମାହୋଲ ଥିବାବେଳେ ଆଲିମ୍ ଗ୍ରାମରେ ଉକ୍ତ ଘଟଣାକୁ ନେଇ ଶୋକର ଛାୟା ଖେଳିଯାଇଛି। 

ରିପୋର୍ଟ :-ଅଜୟ କୁମାର ସେନାପତି

Related posts

ହାତୀଗାଁ ରୁ କମକାଧଡ଼ଗି ରାସ୍ତା ଅତି ଶୋଚନୀୟ

Sunil Chandra Nayak

ଡାବୁଗାଁ ରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

Sunil Chandra Nayak

ଲଉଡ଼ି ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort