ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ

ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ

ବସ୍ତା,28/03 :ବସ୍ତା ଥାନା ଅନ୍ତର୍ଗତ ଗୁରୁବାର ଅପରାହ୍ନ ସମୟରେ ବୃନ୍ଦାବନପୁର ନିକଟରେ ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ ହୋଇଥିବା ଦେଖିବାକୁ ମିଳିଛି l ସୂଚନା ଅନୁଯାୟୀ ଉକ୍ତ ଟ୍ରାକ୍ଟର ଟି ଦରଡ଼ା ଅଭିମୁଖେ ଯାଉଥିବା ବେଳେ ବୃନ୍ଦାବନପୁର ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଇଥିବା ବେଳେ ପାଖରେ ଥିବା ଗୋରୁ କୁ ଧକ୍କା ଦେଇଥିଲା l ଫଳରେ ଘଟଣା ସ୍ଥଳରେ ଗୋରୁର ମୃତ୍ୟୁ ହୋଇଥିବା ବେଳେ ଚାଳକ ଅଳ୍ପକେ ବର୍ତ୍ତିଯାଇଥିଲେ l ଘଟଣା ସ୍ଥଳରେ ପୋଲିସ ପହଂଚି ଅଧିକ ତଦନ୍ତ ଜାରୀ ରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଲାଞ୍ଜିଗଡ ପ୍ରଶାସନଙ୍କ ପୋଷ୍ୟ ଗାଁ ଫୁଲଡୁମେରରେ ସରକାରୀ ଅର୍ଥ ରାଶି ହଡ଼ପ ଅଭିଯୋଗ

Sunil Chandra Nayak

ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ 

masiha

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

masiha

Leave a Comment

error: Content is protected !!