ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜମାଳପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ଜମାଳପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ବସ୍ତା,09/04 ଜଳେଶ୍ୱର ଥାନା 60 ନମ୍ବର ଜାତୀୟ ରାଜପଥର ମଙ୍ଗଳବାର ଅପରାହ୍ନ ସମୟରେ ଜମାଳପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ଟ୍ରକ, ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ l ସୂଚନା ଅନୁଯାୟୀ ଉକ୍ତ ଟ୍ରକ ପଶ୍ଚିମବଙ୍ଗ ରୁ ବାହାରି ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଜମାଳପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା l ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି l ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ଅଧିକ ତଦନ୍ତ ଜାରୀ ରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ମାନଙ୍କ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ 

masiha

ଏକତ୍ର ରାଉରକେଲା ର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪ ଆରମ୍ଭ …

masiha

ବରିଷ୍ଠ ନାଗରିକଙ୍କ ଦ୍ବାରା ଉତ୍କଳ ଦିବସ ପାଳିତ

masiha

Leave a Comment

error: Content is protected !!