ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜେପିର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଖଲିଆପାଲି ଶୈବ ପିଠରେ ଯୋରାଡବରା ମଣ୍ଡଳ ପକ୍ଷରୁ ମଣ୍ଡଳ ସଭାପତି ଦଶରଥ ସାହୁଙ୍କ ନେତୃତ୍ବରେ ୪୨ ତମ ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠା ଦିବସ ପାଳନ କରାଯାଇ ଥିଲା l ଏଥିରେ ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ନବୀନ କିଶୋର ସାହୁ, କୃଷକ ମୋର୍ଚ୍ଚା ସଭାପତି କୁଞ୍ଜ ସାହୁ, ଓବିସି ମୋର୍ଚ୍ଚା ସଭାପତି ଶିଶିର ସାହୁ, ଜିଲ୍ଲା ଏସି ମୋର୍ଚ୍ଚା ସଭାପତି ଗଣେଶ କୁମାର, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟା ପୁଷ୍ପକାନ୍ତି କୁମାର, ଜିଲ୍ଲା ପ୍ରତିନିଧି ବଲ୍ଲଭ ସାହୁ, ସାଧାରଣ ସଂପାଦକ ଗୋପି ସାହୁ, ଲିଙ୍ଗ ସାହୁ, ଅଶୋକ ସାହୁ, ନିଶାମଣୀ ସାହୁ, ରାଜିବ ସାହୁ ଓ ମଣ୍ଡଳର ସମସ୍ତ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ l କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଥୁଆମୂଳ ରାମପୁର ବ୍ଳକର ସରପଞ୍ଚଙ୍କ ସଂଘଠନ ଗଠନ ଓ କର୍ମକର୍ତ୍ତା ଚୟନ

ବ୍ଳକ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର 

Sunil Chandra Nayak

ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା କିସ୍ କଳାହାଣ୍ଡି ଉଦ୍ଘାଟିତ

Sunil Chandra Nayak

Leave a Comment

error: Content is protected !!