ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ପିକଅପ, ଅଳ୍ପକେ ବର୍ତ୍ତିଲେ ଚାଳକ

ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ପିକଅପ, ଅଳ୍ପକେ ବର୍ତ୍ତିଲେ ଚାଳକ

ବସ୍ତା,11/04 : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ 60 ନମ୍ବର ଜାତୀୟ ରାଜପଥ ବୁଧବାର ବିଳମ୍ବିତ ରାତିରେ ବରୁଣଗଡିଆ ନିକଟରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ପିକଅପ,ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ l ସୂଚନା ଅନୁଯାୟୀ ଉକ୍ତ ପିକଅପ ବାଲେଶ୍ୱର ରୁ ବାହାରି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ବେଳେ ବରୁଣଗଡିଆ ନିକଟରେ ଛିଡା ହୋଇଥିବା ଟ୍ରକକୁ ଉକ୍ତ ପିକଅପ ପଛପଟୁ ଧକ୍କା ଦେଇଥିଲା l ଫଳରେ ଘଟଣା ସ୍ଥଳରୁ ଟ୍ରକଟି ଚମ୍ପଟ ମାରିଥିବା ବେଳେ ଗୁରୁବାର ସକାଳ ସମୟରେ ପୋଲିସ ପହଂଚି ପିକଅପ ଜବତ କରି ଘଟଣାର ଅଧିକ ତଦନ୍ତ ଜାରୀ ରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଉତ୍କଳୀୟ ନବବର୍ଷ ଉପଲକ୍ଷେ “ସ୍ବାଗତ ଓଡ଼ିଶା” ମୋ ସଂସ୍କୃତି,ପରମ୍ପରା,ମୋ ଭାଷା ପ୍ରତିଯୋଗିତା, ପ୍ରତିଭା ଅନୁପମ ସମ୍ମାନ ଓ ବର୍ଣ୍ଣାଢ଼୍ୟ ସାଂସ୍କୃତିକ ମହୋତ୍ସବ -୨୦୨୬ ଅନୁଷ୍ଠିତ  

Sunil Chandra Nayak

ଶିକ୍ଷୟତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

Sunil Chandra Nayak

ଖାତିଗୁଡା ପୋଲିସ ଦ୍ୱାରା ଆମ ପୋଲିସ ସମିତି ବୈଠକ

masiha

Leave a Comment

error: Content is protected !!