ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆମ୍ବେଦକରଙ୍କ ୧୩୩ ତମ ଜୟନ୍ତୀ ପାଳିତ

ଆମ୍ବେଦକରଙ୍କ ୧୩୩ ତମ ଜୟନ୍ତୀ ପାଳିତ

ମ.ରାମପୁର,୧୫/୦୪(ମସୀହା)-: ସିପିଆଇ(ଏମ୍) ତରଫରୁ ଗୌଡ କର୍ଲାଖୁଣ୍ଟା ଗ୍ରାମରେ ଆମ୍ବେଦକରଙ୍କ ୧୩୩ ତମ ଜୟନ୍ତୀ ପାଳିତ ହୋଇଯାଇଛି l ପ୍ରଥମେ ଆମ୍ବେଦକରଙ୍କ ଫଟୋରେ ପୁଷ୍ପମାଲ୍ୟ ଏବଂ ଦୀପ ପ୍ରଜ୍ଜ୍ୱଳନ କରାଯିବା ପରେ ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ ଉପରେ ବକ୍ତବ୍ୟ ରଖିଥିଲେ l ଏହି କାର୍ଯ୍ୟକ୍ରମ ଜିଲ୍ଲା ସମ୍ପାଦକ ବିଶ୍ୱଜିତ୍ ଚାଟାର୍ଜୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଗଙ୍ଗାଧର ପ୍ରହରାଜ,ଆଇନଜୀବୀ ସତ୍ୟଜିତ୍ ଚାଟାର୍ଜୀ,ଅନିରୁଦ୍ଧ ଭୋଇ, ମଗସିର ଡୁଙ୍ଗୁରୀ,ମହେନ୍ଦ୍ର କହଁର, ଜମ୍ବବ ନାଏକ,ଗୌର ସେଠ୍ ପ୍ରମୁଖ ଉପସ୍ଥିତ ରହିଥିଲେ l ଏହି କାର୍ଯ୍ୟକ୍ରମରେ ସ୍କୁଲ ଛାତ୍ର ଛାତ୍ରୀ, ମହିଳା, ଯୁବକ, ଶ୍ରମିକ ସାମିଲ ରହିଥିଲେ l

ମ.ରାମପୁର ରୁ ପରମାନନ୍ଦ ବିଶିଙ୍କ ରିପୋର୍ଟ 

Related posts

ଭିନ୍ନକ୍ଷମ ମାନଙ୍କ ମୌଳିକ ଅଧିକାର ପାଇଁ ଦିନିକିଆ କର୍ମଶାଳା 

masiha

ନୂତନ ଥାନା ଅଧିକାରୀଙ୍କୁ ବ୍ଲକ ସ୍ତରୀୟ ବିଜେଡ଼ି ନେତା ଙ୍କ ସାକ୍ଷାତ

Sunil Chandra Nayak

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ  ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

masiha

Leave a Comment

error: Content is protected !!