ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଇକ ଦୁର୍ଘଟଣାରେ ମହିଳା ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବାଇକ ଦୁର୍ଘଟଣାରେ ମହିଳା ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, 15/04 : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ସେଣ୍ଡିରୀ ନିକଟରେ ସୋମବାର ଅପରାହ୍ନ ସମୟରେ ବାଇକ ଦୁର୍ଘଟଣା ଘଟି ମହିଳା ଆହତ ହୋଇଥିବା ଦେଖିବାକୁ ମିଳିଛି l ସୂଚନା ଅନୁଯାୟୀ ଏକ ବାଇକରେ ଜଣେ ପୁରୁଷ ଜଣେ ମହିଳା ବସି ରେଣୁପଦା ଅଭିମୁଖେ ଯାଉଥିବା ବେଳେ ସେଣ୍ଡିରୀ ନିକଟରେ ଉକ୍ତ ବାଇକ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଇଥିଲା l ଫଳରେ ମହିଳା ଜଣଙ୍କ ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିଲେ l ଫଳରେ ସ୍ଥାନୀୟ ଲୋକେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଉକ୍ତ ମହିଳାଙ୍କ ପରିଚୟ ମିଳିପାରିନାହିଁ।

ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଜାତୀୟ ମାନବ ଅଧିକାର ସାମ୍ମୁଖ୍ୟ ସଂଗଠନ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ପଦାଧିକାରୀ ବୈଠକ 

Sunil Chandra Nayak

ହରଗୌରୀ ଯୁବକ ସଂଘ ପକ୍ଷରୁ ବିଶ୍ୱ ଜଳ ଦିବସ ପାଳନ

masiha

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ନିର୍ମଳ ମୁଣ୍ଡା ସ୍ମାରକୀ ବୌଦ୍ଧିକ ବକ୍ତୃତା ଶୃଙ୍ଖଳା ଆରମ୍ଭ

masiha

Leave a Comment

error: Content is protected !!