ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତୀୟ ଅଗ୍ନିଶମ ସୁରକ୍ଷା ସପ୍ତାହ ପାଳନ ଓ ସଚେତନତା

ଜାତୀୟ ଅଗ୍ନିଶମ ସୁରକ୍ଷା ସପ୍ତାହ ପାଳନ ଓ ସଚେତନତା

କୋକସରା,୧୫/୪ // ଅଗ୍ନିଶମ ବିଭାଗ ପକ୍ଷରୁ ଜାତୀୟ ଅଗ୍ନିଶମ ସୁରକ୍ଷା ସପ୍ତାହ ୧୪ ଅପ୍ରେଲରୁ ୨୦ ଅପ୍ରେଲ ପର୍ଯ୍ୟନ୍ତ ରାଜ୍ୟରେ ପାଳନ କରାଯାଉଥିବା ବେଳେ କୋକସରା ବ୍ଲକ ଅଗ୍ନିଶମ ବିଭାଗ ଓଆଇସି ପ୍ରଶାନ୍ତ କୁମାର ବାଘଙ୍କ ନେତୃତ୍ୱରେ ସୁରକ୍ଷା ସପ୍ତାହ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ କୋକସରା ସହର ପରିକ୍ରମା କରି ଅଗ୍ନି ନିରାପତ୍ତା ସୁରକ୍ଷା ବିଷୟରେ ଜନ ସାଧାରଣଙ୍କୁ ସଚେତନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ କର୍ମଚାରୀ ମନୋଜ ବିଶ୍ୱାଳ, ବାସୁଦେବ ଭୋଇ, ସତ୍ୟମ ମାଝୀ, ଲଳିତ ପୁଟେଲ, ରାଧେଶ୍ୟାମ ପ୍ରଧାନୀ, ଗିରିଧାରୀ ଦଣ୍ଡସେନା କାର୍ଯ୍ୟକ୍ରମରେ ସାମିଲ ରହିଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ବିଜୟଶ୍ରୀ ସମ୍ମାନ’ ପାଇଲେ ଚାରି ବିଶିଷ୍ଟ ଅଧ୍ୟାପକ ଡ. ବିଜୟ ପଟ୍ଟନାୟକ ଭାଷା ସାହିତ୍ୟର ଚିର ସମୃଦ୍ଧ ସ୍ବାକ୍ଷର ଓ ଗଙ୍ଗାଧର ଓଡ଼ିଆ ସାହିତ୍ୟର ଅଭିମନ୍ୟୁ 

Sunil Chandra Nayak

Waltair Division to Set Up Assistance Booths for Divyangjan at Major Stations

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜେ.ଆର.ସି ଶାଖା ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!