ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

“ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ସଂପର୍କିତ ଆଇନ୍ ସଚେତନତା କାର୍ଯ୍ୟକ୍ରମ”

“ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ସଂପର୍କିତ ଆଇନ୍ ସଚେତନତା କାର୍ଯ୍ୟକ୍ରମ”

ଅଦ୍ୟ ତା-୧୬.୦୪.୨୦୨୪ ରିଖ ମଙ୍ଗଳବାର ସମୟ ଘ.୧୦.୦୦ମି ସମୟ ରେ ସହାୟଯୋଗ ଜି.ଏନ୍.ଏମ୍ ଟ୍ରେନିଙ୍ଗ କଲେଜ, ରାୟଗଡା ପରିସରରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଫୌଜଦାରୀ ଆଇନ ବ୍ୟବସ୍ଥା ସଂପର୍କିତ, ଏଫ୍.ଆଇ.ଆର, ବେଲ୍, ସମନସ, ୱାରେଣ୍ଟ, ଅପିଲ, ପ୍ଲିବାରଗେନିଙ୍ଗ ଇତ୍ୟାଦି ଓ କର୍ମକ୍ଷେତ୍ରରେ ହେଉଥିବା ମହିଳାମାନଙ୍କର ଯୌନ ନିର୍ଯ୍ୟାତନା ସୁରକ୍ଷା ଆଇନ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଅନ୍ୟମାନଙ୍କ ମଧ୍ୟରେ ରାୟଗଡା ପୋଲିସ ଥାନାର ଏସ୍.ଡି.ପି.ଓ ରଶ୍ମି ରଞ୍ଜନ ସେନାପତି, ରାୟଗଡା ବାର ଆସୋସିଏସନର ଓକିଲ ପ୍ରଣତୀ ପାତ୍ର, ଶୁଭ୍ରା ପଣ୍ଡା, ସୀତାରାମ ପଣ୍ଡା, ପ୍ରଣ୍ଟ ଅଫିସ ରିଟେନର କିଶୋର ସାହୁ, ସହାୟଯୋଗ ଜି.ଏନ୍.ଏମ୍ ଟ୍ରେନିଙ୍ଗ କଲେଜ ର ଡାଇରେକ୍ଟର ରଞ୍ଜିତା ରାଣୀ ସାବତ, କଲେଜର ପ୍ରିନ୍ସିପାଲ ଶିବାନୀ ମହାନ୍ତି ଓ ଅନ୍ୟାନ୍ୟ କର୍ମଚାରୀ, ଛାତ୍ରଛାତ୍ରୀ ଏହି ସଭାରେ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥି ମାନେ ନିଜର ଅଭିଭାଷଣରେ ଭାରତୀୟ ଆଇନ ବ୍ୟବସ୍ଥାରେ ଫୌଜଦାରୀ ଆଇନକୁ କିପରି ସଠିକରୂପେ ପ୍ରଣୟନକରି ସାଧାରଣଲୋକମାନଙ୍କୁ ଉଚିତନ୍ୟାୟ ପ୍ରଦାନ ସହ ଦୋଷୀ ନିର୍ଦୋଶରେ ଖସିପାରିବ ନାହିଁ ସେ ସଂପର୍କରେ ନିଜ ନିଜର ଅଭିଭାଷଣରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ I ପରିଶେଷରେ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ଶିକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ କିପରି ଯୌନ ନିର୍ଯ୍ୟାତନା ଶିକାର ନହୁଅନ୍ତି ସେଥିପାଇ ସେମାନେ କମ୍ପ୍ଲେନ କମିଟିର ସହଯୋଗ ନେବାକଥା ସେ ବିଷୟରେ ବିସୃତ ଭାବରେ ଅଂଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ଏଥିସହିତ ମହିଳାମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ଶିକାର ହେଲେ ସେମାନଙ୍କ ପାଇ ନ୍ୟାୟିକ ବ୍ୟବସ୍ଥା ଓ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ସହାୟଯୋଗ ଜି.ଏନ୍.ଏମ୍ ଟ୍ରେନିଙ୍ଗ କଲେଜ ର ଡାଇରେକ୍ଟର, ପ୍ରିନ୍ସିପାଲ ଓ ଛାତ୍ରଛାତ୍ରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ଗୌରୀ ଶଙ୍କର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରିଲାଇବ୍ଲେ ଇନ୍ଫ୍ରାଟେକ୍ ପକ୍ଷରୁ ଟାଟା ଷ୍ଟିଲ କମ୍ପାନୀରେ ସଡ଼କ ସୁରକ୍ଷା ପାଳିତ 

Sunil Chandra Nayak

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ନିର୍ମଳ ମୁଣ୍ଡା ସ୍ମାରକୀ ବୌଦ୍ଧିକ ବକ୍ତୃତା ଶୃଙ୍ଖଳା ଆରମ୍ଭ

masiha

ତହସିଲଦାର ଙ୍କୁ ଦାବି ଜଣାଇଲେ ଇନ୍ଦ୍ରାବତୀ ବୁଡି ଅଞ୍ଚଳିୟ ଗଣ ପରିଷଦ 

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort