ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ

ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ

ବସ୍ତା,16/04 : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ମଙ୍ଗଳବାର ସକାଳ ସମୟରେ କିଆପଣିସି ପୋଲ ନିକଟରେ ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ବାଇକ ଚାଳକ ବସ୍ତା ଅଭିମୁଖେ ଯାଉଥିବାବେଳେ ପଛରୁ ଅନ୍ୟ ଏକ ବାଇକ ଆସି ଉକ୍ତ ବାଇକକୁ ପଛପଟୁ ଧକ୍କା ଦେଇଥିଲା ଫଳରେ ଦୁଇଜଣ ଆହତ ହୋଇଥିଲେ l ସ୍ଥାନୀୟ ଲୋକେ ସେମାନଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଆହତ ଦୁଇଜଣଙ୍କ ପରିଚୟ ମିଳିପାରିନାହିଁ l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ପିକଅପ ଓ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଜଣେ ଗୁରୁତର

masiha

ଏମଏସଏମଇ ର ଜାତୀୟ କର୍ମଶାଳା 

Sunil Chandra Nayak

ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡର ଅବ୍ୟବସ୍ଥା ନେଇ ରୋଗୀଙ୍କ ଧାରଣା

Sunil Chandra Nayak

Leave a Comment

error: Content is protected !!