ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ସଚେତନ ନାଗରିକ ମଞ୍ଚ 

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ସଚେତନ ନାଗରିକ ମଞ୍ଚ 

 ରାଉରକେଲା: ସଚେତନ ନାଗରିକ ମଞ୍ଚ ତରଫରୁ ସେକ୍ଟର ୨ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମଞ୍ଚର ସାଧାରଣ ସମ୍ପାଦକ ପି ପି ରାୟଙ୍କ ଆବାହକତ୍ଵରେ ସର୍ବଶ୍ରୀ ଉପେନ୍ଦ୍ର କୁମାର ନାୟକ, ଶଶଧର ପାତ୍ର, ଜଟାଧାରୀ ମାଝୀ, ହାଡିବନ୍ଧୁ ମହାପାତ୍ର, ରାଜ କିଶୋର ନାୟକ ଓ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ିଶାର ଉନ୍ନତି କ୍ଷେତ୍ରରେ ବିଜୁବାବୁଙ୍କ ଅବଦାନ ଅତୁଳନୀୟ ବୋଲି ମତପ୍ରକାଶ ପାଇଥିଲା।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପରିକ୍ରମା ପକ୍ଷରୁ ମେଧା ସମ୍ବର୍ଦ୍ଧନା ସମାରୋହ : 53 କୃତି ଛାତ୍ରଛାତ୍ରୀ ପାଇଲେ ଟେଲେଣ୍ଟ ଆୱାର୍ଡ 2025

masiha

ମନରେଗା ଯୋଜନା ମହାଦୁର୍ନୀତି ଅଭିଯୋଗ , ମାସମାସ ଧରି ଶ୍ରମିକଙ୍କୁ ମିଳୁନି ପାରିଶ୍ରମିକ ରାଶି

Sunil Chandra Nayak

ପୌର ସହକାରୀ ଯନ୍ତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା 

Sunil Chandra Nayak

Leave a Comment

error: Content is protected !!