ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା,20/04 :ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥ ଜୁଣବଳଦା ନିକଟରେ ଶନିବାର ରାତି ସମୟରେ ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ଟ୍ରକଟି ବାଲେଶ୍ୱର ବାହାରି ରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ବେଳେ ଜୁଣବଳଦା ନିକଟରେ ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଇଥିଲା ଟ୍ରକ,ଫଳରେ ଚାଳକ କେବିନ ଚାପି ହୋଇ ଯାଇଥିଲେ l ଫଳରେ ଅଗ୍ନିଶମ ଅଧିକାରୀ ଘଟଣା ସ୍ଥଳରେ ପହଂଚି ଆହତ ଚାଳକଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିଲେ l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ତେନ୍ତୁଳିଖୁଣ୍ଟି ଡ୍ରାଇଭର ମହାସଂଘ ର ସଡକଦୁର୍ଘଟଣା ରେ ମୃତ ଡ୍ରାଇଭର ର ପରିବାର କୁ ସହାୟତା

ରାତୁଲ ଗାଁରେ ଅଗ୍ନି ଭୈରବଙ୍କ ଝାମୁଯାତ୍ରା 

Sunil Chandra Nayak

କୋଷାଗୁମୁଡା ବ୍ଲକ ରେ ବଡ଼ ଧୁମ ଧାମ ସହ ପାଳନ ହେଲା ଖ୍ରୀଷ୍ଟ ଜନ୍ମ ପର୍ବ। ଆଲୋକ ସାଜସଜା ସହ ଚର୍ଚ୍ଚ ରେ କାଟିଲେ ଖ୍ରୀଷ୍ଟମାସ କେକ

masiha

Leave a Comment

error: Content is protected !!