ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଜଣା ଗାଡି ଧକ୍କାରେ ଯୁବକ ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଅଜଣା ଗାଡି ଧକ୍କାରେ ଯୁବକ ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା,21/04 :ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ରବିବାର ଅପରାହ୍ନ ସମୟରେ ନାଇକୁଡି ନିକଟରେ ଅଜଣା ଗାଡି ଧକ୍କାରେ ଯୁବକ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ଯୁବକ ଜଣଙ୍କ ରାସ୍ତା ପାରିହେବା ସମୟରେ କୌଣସି ଏକ ଅଜଣା ଗାଡି ଧକ୍କା ଦେଇଥିଲା ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି l ଫଳରେ ଉକ୍ତ ଯୁବକ ଜଣଙ୍କ କ୍ଷତାକ୍ତ ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିଲେ l ସ୍ଥାନୀୟ ଲୋକେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଖବର ପାଇ ଜାତୀୟ ରାଜପଥ ପେଟ୍ରୋଲିଙ୍ଗ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରୀ ରଖିଛନ୍ତି l ତେବେ ଉକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ।

ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ ଆଲୋଚନାଚକ୍ର 

Sunil Chandra Nayak

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଘରୋଇ ସ୍କୁଲ ସଂଘ ର ଦାବିପତ୍ର

Sunil Chandra Nayak

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ 

Leave a Comment

error: Content is protected !!