ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଦିଗପହଣ୍ଡି ବିଧାନସଭା ପାଇଁ କଂଗ୍ରେସ ର ପ୍ରାର୍ଥୀ ସାକା ସୁଜିତ ଙ୍କ ନାମାଙ୍କନ ପତ୍ର ଦାଖଲ 

ଦିଗପହଣ୍ଡି ବିଧାନସଭା ପାଇଁ କଂଗ୍ରେସ ର ପ୍ରାର୍ଥୀ ସାକା ସୁଜିତ ଙ୍କ ନାମାଙ୍କନ ପତ୍ର ଦାଖଲ 

   ବ୍ରହ୍ମପୁର ୨୫/୪ : (ଅରୁଣ କୁମାର ପଣ୍ଡା )ଦିଗପହଣ୍ଡି ବିଧାନସଭା ଆସନ ପାଇଁ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ବୁଧବାର ବିଶିଷ୍ଠ ସମାଜସେବୀ କଂଗ୍ରେସ ନେତା ସାକା ସୁଜିତ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ବ୍ରହ୍ମପୁର ହିଲ ପାଟଣା ଠାରୁ ଶହ ଶହ ସମର୍ଥକ ମାନଙ୍କ ସହ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଥିଲେ l ସେଠାରେ ବ୍ରହ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଙ୍ଗ ଅଫିସର ଙ୍କ ନିକଟରେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି, ଏହି ଅବସର ନିର୍ବାଚନ ମଣ୍ଡଳୀରେ ଶହ ଶହ ମହିଳା, ଯୁବ,ଛାତ୍ର, ଛାମୁଆନେତା ଓ କର୍ମୀ ଏବଂ ପୁରୁଣା କଂଗ୍ରେସ ନେତା ଉପସ୍ଥିତ ଥିବା ଦେଖିବାକୁ ମିଳିଛି, ଶ୍ରୀ ସାକା ସୁଜିତ ନିର୍ବାଚନ ମଣ୍ଡଳୀରେ ଲୋକଙ୍କୁ ବିଭିନ୍ନ ସମୟରେ ସହଯୋଗ କରିଆସୁଛନ୍ତି, ଏଣୁ ଦଳୀୟ ନେତା ଓ କର୍ମୀ ଙ୍କ ମହଲ ରେ ବେଶ ଖୁସି ଥିବା ଦେଖିବାକୁ ମିଳିଛି।

Related posts

ଲଡୁଗାଁ ଠାରେ ବିଜେଡିର ସଂକଳ୍ପ ଦିବସରେ କର୍ମି ସମାବେଶ

masiha

ପଶ୍ଚିମ ମୟୁରଭଞ୍ଜ ଜିଲ୍ଲା ନବ ନିଯୁକ୍ତ କଂଗ୍ରେସ ସଭାପତି ଶ୍ରୀ ଭୁବନ ବିହାରୀ ସାହୁଙ୍କୁ ରାଇରଙ୍ଗପୁର ରେ ଭବ୍ୟ ସମ୍ବର୍ଦ୍ଧନା 

Sunil Chandra Nayak

ଶଙ୍ଖ ଧରିଲେ ବିଜେପିର ପଞ୍ଚାୟତ ସଭାପତି

masiha

Leave a Comment

error: Content is protected !!