ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ

କୋରାପୁଟ :- କୋରାପୁଟ ଜିଲ୍ଲା ସଦର ମହକୁମା ଠାରେ ଫାୟାର ଷ୍ଟେସନ ଛକ ନିକଟସ୍ଥ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ l ଉପ ଜିଲ୍ଲାପାଳ ବେଣୁଧର ଶବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦ ର ନିର୍ବାହୀ ଅଧିକାରୀ ଦୁତିକୃଷ୍ଣ ପାତ୍ର, ଜିଲ୍ଲା ସୂଚନା ଓ଼ ଲୋକ ସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସା, ଜିଲ୍ଲା ସ୍ମାରକୀ କମିଟିର ସଭ୍ୟ ମାନେ ଉପସ୍ଥିତ ଥିଲେ l

ଗୌରୀ ଶଙ୍କର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଓଡିଶା ମାଧ୍ୟମିକ ପରିଷଦ ଦ୍ଵାରା ପରିଚାଳିତ ଦଶମ ବୋର୍ଡ ପରୀକ୍ଷା … ସ୍ୱାତୀ ମହାକୁଡ ୫୭୭ ମାର୍କ ରଖି ଜିଲ୍ଲା ରେ ପ୍ରଥମ,ଧର୍ମଗଡ଼ ର ଜୋସେଫ ନାଏକ ୫୪୦ ମାର୍କ ରଖି A1 ରେ ଉତ୍ତୀର୍ଣ୍ଣ

ଵାଇଦାପୋଷୀ ବସ୍ତି କଲୋନୀ ରେ ପ୍ରଶାସନର ଉଛେଦ ନେଇ ଗ୍ରାମବାସୀଙ୍କ ଉପଜିଲ୍ଲାପାଳଙ୍କ ଦ୍ବାରସ୍ଥ 

masiha

ଆଞ୍ଜୁଳାଏ ଫୁଲ’ କବିତା ସଂକଳନ ଲୋକାର୍ପିତ 

masiha

Leave a Comment

error: Content is protected !!