ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଓ ସ୍ଵତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ

ସ୍ଵତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଓ ସ୍ଵତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ 

ନବରଙ୍ଗପୁର:(୨୭|୪)(ରବି ନାରାୟଣ ମହାନ୍ତି) ଚଳିତ ସାଧାରଣ ନିର୍ବାଚନ କୁ ଅବାଧ, ନିରପେକ୍ଷ,ସ୍ଵଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବରେ ପରିଚାଳନା କରିବା ପାଇଁ ନବରଙ୍ଗପୁର ଜିଲ୍ଲାର ଲୋକସଭା ନିର୍ବାଚନ ମଣ୍ଡଳୀ, ୭୩ ଉମରକୋଟ, ୭୪ ଝରିଗାଁ, ୭୫ ନବରଙ୍ଗପୁର ଓ ୭୬ ଡାବୁଗାଁ ବିଧାନସଭା ନିର୍ବାଚନମଣ୍ଡଳୀ ର ନିର୍ବାଚନ ପରିଚାଳନା ର ତଦାରଖ କରିବା ପାଇଁ ସ୍ଵତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଭାବେ ଶ୍ରୀ ଯୋଗେନ୍ଦ୍ର ତ୍ରିପାଠୀ, ଭା ପ୍ର ସେ,(ଅବସର ପ୍ରାପ୍ତ) ସ୍ଵତନ୍ତ୍ର ପୋଲିସ ପର୍ଯ୍ୟବେକ୍ଷକ ଭାବେ ଶ୍ରୀ ରଜନୀ କାନ୍ତ ମିଶ୍ର, ଭା. ପୋ.ସେ(ଅବସରେ ପ୍ରାପ୍ତ) ହିମାଲିନି କଶ୍ୟପ, ଆଇ. ଆର୍. ଏସ୍,(ଅବସର ପ୍ରାପ୍ତ) ସ୍ଵତନ୍ତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନବରଙ୍ଗପୁର ଗସ୍ତରେ ଆସି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପରିଷଦ ସଭା ଗୃହରେ ଅନୁଷ୍ଠିତ ସାଧାରଣ ନିର୍ବାଚନ ପ୍ରସ୍ତୁତି ଓ ପରିଚାଳନା ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲା ପ୍ରଶାସନ ତରଫରୁ ସାଧାରଣ ନିର୍ବାଚନ ସମ୍ୱନ୍ଧୀୟ ଆବଶ୍ୟକ ସମସ୍ତ ବ୍ୟବସ୍ଥା ,ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଥିଲେ। ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡଃ ମିଶ୍ର ଜିଲ୍ଲା ପ୍ରଶାସନ ତରଫରୁ ନିର୍ବାଚନ ସମ୍ୱନ୍ଧୀୟ ସମସ୍ତ ଆବଶ୍ୟକ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ସ୍ଵତନ୍ତ୍ର ପର୍ଯ୍ୟବେକ୍ଷକ ଙ୍କୁ ଅବଗତ କରାଇଥିଲେ। ଆସନ୍ତା ମେ ୧୩ ତାରିଖ ରେ ନବରଙ୍ଗପୁର ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନ ପ୍ରକ୍ରିୟା ଅବାଧ, ନିରପେକ୍ଷ,ସ୍ଵଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବେ ସୁପରିଚାଳନା କରିବା ପାଇଁ ଏଥି ସମ୍ପୃକ୍ତ ସମସ୍ତ ଅଧିକାରୀ,କର୍ମଚାରୀ ଙ୍କୁ ସ୍ଵତନ୍ତ୍ର ପର୍ଯ୍ୟବେକ୍ଷକ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ପଲ୍ଲଭ ଗୋପାଳ ଝା, ନବରଙ୍ଗପୁର ଲୋକସଭା ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅର୍ଣ୍ଣବ ମୁଖାର୍ଜୀ, ଜିଲ୍ଲା ର ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀ ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଟି ପି. ସଲିମ କୁମାର, ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର,ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା, ଅତିରିକ୍ତ ଜିଲାପାଳ (ସାଧାରଣ) ମହେଶ୍ବର ନାୟକ, ଅତିରିକ୍ତ ଜିଲ୍ଲାପାଳ( ରାଜସ୍ଵ) ନବୀନ ଚନ୍ଦ୍ର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ବିରଞ୍ଚିନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ନୋଡାଲ ଅଫିସର,ବିଭିନ୍ନ ଟିମ ର ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜ୍ଞାନ ଆହରଣ ପାଇଁ ଛାତ୍ର ଛାତ୍ରୀମାନଙ୍କ ଶିଳ୍ପ ସଂସ୍ଥା ପରିଦର୍ଶନ

masiha

HDFC ବ୍ୟାଙ୍କ ର ନୂତନ କୋଠା ଉଦଘାଟିତ

Sunil Chandra Nayak

ଜାତୀୟ ରାଜପଥ ନିର୍ମାଣ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ମୁଖପାତ୍ର ଠାକୁର ରଞ୍ଜିତ ଦାସ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort