ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ

ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ

 ମୟୂରଭଞ୍ଜ – ୭/୦୫ ( ମସିହା)ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ପ୍ରଥମ ଦିବସରେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଏସଟି-୨୮ ପାଇଁ” ଆଶା ଭରସା” ସ୍ଵାଧିନ ପାର୍ଟିର ସଦସ୍ୟ ସାଲଖୁ ଲାମ୍ଭେ ମାଝୀ ତାଙ୍କ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

      ସେହିଭଳି ସାରସକଣା ନିର୍ବାଚନ ମଣ୍ଡଳୀ ଏସଟି-୨୭ ସିଟ୍ ପାଇଁ ଶେଖର ମାହାଲି ତାଙ୍କର ସମର୍ଥକମାନଙ୍କ ସହ ଆସି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକା ଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି।ଆଜି ପୂର୍ବାହ୍ନ ୧୧ ଘଟିବାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ନାମାଙ୍କନ ସମୟ ଧାର୍ଯ୍ୟ କରାଯାଇଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନ୍ଦୋଳନରେ ବିଜେଡିର ରଣ ହୁଙ୍କାର

Sunil Chandra Nayak

ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ବାଲିଗୁଡା ଗସ୍ତ : ତୃଣମୂଳ ସ୍ତରରେ କଂଗ୍ରେସକୁ ମଜଭୂତ କରିବାକୁ ଆହ୍ୱାନ

Sunil Chandra Nayak

କଂଗ୍ରେସ ଦଳ ର ବିଧାୟକ ପ୍ରାର୍ଥୀ ଙ୍କ ବିଜେଡି ରେ ଯୋଗ ଦାନ :ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା ଙ୍କ ବିରୁଦ୍ଧରେ ଅନାସ୍ଥା ର ପାର୍ଶ୍ଵ ପ୍ରତିକ୍ରିୟା

masiha

Leave a Comment

error: Content is protected !!