ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଧର୍ମଗଡ ଠାରେ ଭାରତୀୟ ଜନତା ପାର୍ଟି ର ବିଜୟ ସଂକଳ୍ପ ଅଭିଯାନ ଯାତ୍ରା ଓ ସାଧାରଣ ସଭା ଯୋଗଦେଲେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ୟାଦବ

ଧର୍ମଗଡ ଠାରେ ଭାରତୀୟ ଜନତା ପାର୍ଟି ର ବିଜୟ ସଂକଳ୍ପ ଅଭିଯାନ ଯାତ୍ରା ଓ ସାଧାରଣ ସଭା

ଯୋଗଦେଲେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ୟାଦବ….

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ହୋଟେଲ୍ ରାଜ ସଭାଗୃହ ଠାରେ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ୟାଦବ ଯୋଗ ଦେଇଥିଵା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ର ଵିଧାୟକ ପ୍ରାର୍ଥୀ ସୁଧୀର ରଞ୍ଜନ ପାଟଯୋଷୀ, ପୂର୍ବତନ ଜିଲ୍ଲା ସଭାପତି ଧନଞ୍ଜୟ ପାତ୍ର, ନିର୍ବାଚନ ମଣ୍ଡଳୀ ର ପ୍ରଭାରୀ ସତ୍ୟ ନାରାୟଣ ଵେହେରା, ସଂଯୋଜକ ମନିନ୍ଦ୍ର ଭୁଷଣ ପାତ୍ର, ଜିଲ୍ଲା ଉପସଭାପତି ଲକ୍ଷ୍ମୀକାନ୍ତ ବାଗ, ଧର୍ମଗଡ଼ ନଗର ପାଳ ଅଶୋକ ମହାନ୍ତି, ନଗର ସଭାପତି ହରେକୃଷ୍ଣ ପଣ୍ଡା, ଖଇରପଦର ମଣ୍ଡଳ ପ୍ରଭାରୀ ଟିକେ ମଣି ସା, ଟିପିଗୁଡା ମଣ୍ଡଳ ପ୍ରଭାରୀ ଜନ୍ମେଜୟ ନାଏକ, ଜଗନ୍ନାଥ ପାଣିଗ୍ରାହୀ (ଛତିଶଗଡ଼) ଉକ୍ତ ସଭାରେ ମଞ୍ଚାସିନ ଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଧର୍ମଗଡ ବିଜେଡି ବିଧାୟକ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଆରମ୍ଭ

masiha

ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୯ତମ ତିରୋଧାନ ଦିବସ ରାଜ୍ୟବ୍ୟାପି ପାଳିତ ହେବ: ବିଜେଡି

Sunil Chandra Nayak

ରାଇରଙ୍ଗପୁରରେ ହଜାର ବିଜୁ ସମର୍ଥକଙ୍କ ଗହଣରେ ଆସି ସାରସକଣା ବିଜେଡି ବିଧାୟକ ପ୍ରାର୍ଥୀ ଡାକ୍ତର ଦେବାଶିଷ ମାରାଣ୍ଡି, ରାଇରଙ୍ଗପୁର ବିଧାୟକ ପ୍ରାର୍ଥୀ ରାଇସେନ ମୁର୍ମୁ ଙ୍କ ନାମାଙ୍କନ ପତ୍ର ଦାଖଲ

masiha

Leave a Comment

error: Content is protected !!