ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ଟପ୍ପରକୁ ସମ୍ବର୍ଦ୍ଧିତ କଲା ଓଷ୍ଟା ସଙ୍ଘ

ବ୍ଲକ ଟପ୍ପରକୁ ସମ୍ବର୍ଦ୍ଧିତ କଲା ଓଷ୍ଟା ସଙ୍ଘ

ଖଇରା,୨୮/୫/୨୪- ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ନହଙ୍ଗ ପଞ୍ଚାୟତ ସ୍ଥିତ ଗୋବିନ୍ଦ ଜୀଉ ଉଚ୍ଚ ବିଦ୍ୟାପୀଠ, ରୁସ୍ତମପୁରର ଛାତ୍ର ସୁଶାନ୍ତ କୁମାର ବେହେରା ହାଇସ୍କୁଲ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ବ୍ଲକ ଟପ୍ପର ହୋଇଥିବାରୁ ଓଷ୍ଟା ତରଫରୁ ସମ୍ବର୍ଦ୍ଧନା କରାଯାଇଛି । ଓଷ୍ଟା ସଭାପତି ବ୍ରହ୍ମାନଦ ସାହୁ, ସମ୍ପାଦକ ବିଷ୍ଣୁ ପ୍ରସାଦ ମିଶ୍ର, ଯୁଗ୍ମସମ୍ପାଦକ ପ୍ରଶାନ୍ତ କୁମାର ହୋତା, ପରାମର୍ଶକ ଜୟନ୍ତ କୁମାର ପଣ୍ଡା, ପ୍ରଦୀପ କୁମାର ବେହେରା, ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ଏବଂ ଭୀଷ୍ମ ପିତାମହ ଭାରତ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ରହି ସମ୍ବର୍ଦ୍ଧିତ କରିବା ସହିତ ସୁଶାନ୍ତଙ୍କର ଭବିଷ୍ୟତ ଉଜ୍ୱଳ କାମନା କରିଥିଲେ ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ନନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ବାମନଘାଟୀ ମହୋତ୍ସବ ‘ମାଦଲ -୨୦୨୩’ ଉଦଯାପିତ

Sunil Chandra Nayak

କାର୍ଯ୍ୟଭାର ଗ୍ରହଣ ପରେ ରାଇରଙ୍ଗପୁର ଆରକ୍ଷୀ ଅଧିକ୍ଷକଙ୍କ ସାମ୍ବାଦିକ ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!