ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରିଷିଡା: ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ 

ରିଷିଡା: ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ 

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ଆଗାମୀ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପାଇଁଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଥଯାତ୍ରା କମିଟିର ସଭାପତି ଶିବଲାଲ କେଡିଆ, ସଂପାଦକ ଅନ୍ତର୍ଯ୍ୟାମୀ ସାହୁ, ଉପସଭାପତି କ୍ଷୀରସାଗର ରଣା, ସହ ସଂପାଦକ ନନ୍ଦକିଶୋର ରଣା, ସେବାୟତ ଏବଂ ଗ୍ରାମର ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇ ଆଗାମୀ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା କୁ ମହାସମାରୋହରେ ପାଳନ କରିବା ପାଇଁ ଆଲୋଚନା କରାଯାଇଥିଲା।

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଗୋଲାମୁଣ୍ଡା ଆଇସିଡ଼ିଏସ ରେ ବ୍ୟାପକ ଦୁର୍ନିତି ! ତଦନ୍ତ ସହ କାର୍ଯ୍ୟନୁଷ୍ଠାନ ଦାବି କଲା ଯୁବ କଂଗ୍ରେସ

Sunil Chandra Nayak

ଆସିକା ପୌର ପରିଷଦ ପକ୍ଷରୁ ଉଦ୍‌ଘାଟନ ଓ ଭିଭିପ୍ରସ୍ତର କାର୍ଯ୍ୟକ୍ରମ

Sunil Chandra Nayak

ତ୍ରିସ୍ତରୀୟ ପଂଚାୟତ ବ୍ୟବସ୍ଥା ରେ ଜିଲ୍ଲା ପରିଷଦ ସଭ୍ୟ ଙ୍କ ଭୂମିକା ଓ ଦାୟିତ୍ୱ ସମ୍ପର୍କରେ ସ୍ପଷ୍ଟୀକରଣ ମାଗିଲେ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା 

Sunil Chandra Nayak

Leave a Comment

error: Content is protected !!