୧- ନୂତନ ବିଡ଼ିଓଙ୍କ ଉପସ୍ଥିତରେ ସତନ୍ତ୍ର ସମିତିସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା ର ବୈଠକ , ୨- ଛତୁଆ ଵୋଝେଇ ଭ୍ୟାନ ଗଛକୁ ଦେଲା ଧକ୍କା , ଓଲଟିଲା ଭ୍ୟାନ,ଚାଳକ ଫେରାର, ଜଣେ ମୃତ
ନୂତନ ବିଡ଼ିଓଙ୍କ ଉପସ୍ଥିତରେ ସତନ୍ତ୍ର ସମିତିସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା ର ବୈଠକ ବନ୍ଧୁଗାଁ ତା, ୨/୩/୨୫କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ପରିସରରେ...
