୧- ଅଣନିଶ୍ୱାସୀ ହୋଇ ୬ ଜଣ ଛାତ୍ରୀ ଅସୁସ୍ଥ , ୨-ସିବିଏସଇ ଜୋନାଲ ତାଇକୋଣ୍ଡୋ ପ୍ରତିଯୋଗିତାରେ ଢେଙ୍କାନାଳ ଖେଳାଳୀଙ୍କୁ ସ୍ୱର୍ଣ୍ଣ ସହ ରୌପ୍ୟ ଏବଂ କାଂସ୍ୟ ପଦକ, ୩- କବାଟ ତାଡି ତିନୋଟି ଦୋକାନ ରୁ ଲୁଟ , ୪- ହିନ୍ଦୋଳ ନିର୍ବାଚନମଣ୍ଡଳୀ ଓଡାପଡା ବିଜୁଜନତାଦଳ’ର ସଂଗଠନିକ ବୈଠକ, ୫- ଭାପୁର ବାରି ପୋଖରୀରେ ବୁଡି ଯୁବକ ମୃତ ,୬-ଡବଲ ଇଞ୍ଜିନ ସରକାରରେ ଡାକ୍ତର ମରୁଡ଼ି, ରୋଗୀ ହନ୍ତସନ୍ତ
ଅଣନିଶ୍ୱାସୀ ହୋଇ ୬ ଜଣ ଛାତ୍ରୀ ଅସୁସ୍ଥ ଢେଙ୍କାନାଳ-।ଢେଙ୍କାନାଳ ଜିଲ୍ଲା ଗଁଦିଆ ବିଜ୍ଞାପିତ ଅଂଚଳ ପରିଷଦ ରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ, ଗଁଦିଆ...
