ଚନ୍ଦ୍ରରେ ଚନ୍ଦ୍ରଯାନ ୩ ସଫଳ ପଦାର୍ପଣ ପାଇଁ ବନ୍ଧୁଗାଁ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ନିରବ ପ୍ରାର୍ଥନା ସହିତ ଜାତୀୟ ସଙ୍ଗୀତ ଗାନ
ବନ୍ଧୁଗାଁ ତା ୨୩/୮/୨୩ // ଆଜି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚନ୍ଦ୍ରରେ ଚନ୍ଦ୍ରଯାନ ୩ ସଫଳ ପଦାର୍ପଣ...
