ତଳଡାବାରି ଗାଁରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ବ୍ଲକ ଅଧ୍ୟକ୍ଷା, ତହସିଲଦାର ଓ ସରପଞ୍ଚଙ୍କ ଗସ୍ତ , ବସ୍ତି ଜମିର ଘର ପଟ୍ଟା ଧାରୀଙ୍କ ଜମି ଚିହ୍ନଟ, ଆଦିବାସୀ ପରିବାରଙ୍କୁ ଥଇଥାନ
ବନ୍ଧୁଗାଁ ତା ୨୦/୭/୨୩ // କୋରାପୁଟ ଜିଲ୍ଲା ବନ୍ଧୁଗାଁ ପଞ୍ଚାୟତ ତଳଡାବାରି ଗାଁକୁ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷା, ବ୍ଲକ ଅଧ୍ୟକ୍ଷା, ତହସିଲଦାର, ସରପଞ୍ଚ...
