ମୁଖ୍ୟମନ୍ତ୍ରୀ ଉଦେଶ୍ୟ ରେ ବିଭିନ୍ନ ମୌଳିକ ଅଧିକାର ଭଳି ଦାବି କୁ ନେଇ ଜନ ଜାଗରଣ ମଞ୍ଚ ପକ୍ଷରୁ ଆଜି କାଶୀପୁର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ
କାଶିପୁର,୨୨/୩ //ରାୟଗଡା ଜିଲ୍ଲା କାଶିପୁର ବ୍ଲକର ସମସ୍ତ ଗ୍ରାମ ଗୁଡିକରେ ପାନୀୟ ଜଳ, ଅଙ୍ଗନବାଡି ଭିତ୍ତିଭୂମି, କିଶୋରୀ ବାଳିକା ମାନଙ୍କ ପାଇଁ ପୋଷଣ ଯୋଜନା...
