କନ୍ଧମାଳ ମହାସିଙ୍ଗି ଓ ବଇଡାରେ କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ ବିଦ୍ୟାଳୟର ଭୂମିପୂଜନ
କନ୍ଧମାଳ ଜିଲ୍ଲା ମହାସିଙ୍ଗି ଓ ବଇଡାଠାରେ କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ (ଡେ ବୋର୍ଡିଂ) ବିଦ୍ୟାଳୟର ଭୂମିପୂଜନ...
