ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ମହାତ୍ମାଗାନ୍ଧି ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜୟନ୍ତୀ -୨୦୨୨ କୋଭିଡ -୧୯ ନିୟମ ଅନୁପାଳନ କରି ନିରାଡ଼ମ୍ବର ଭାବେ ପାଳିତ
ଢେଙ୍କାନାଳ(ମ.ନି.ସ.) ୦୨/୧୦_ପ୍ରାତଃ ୦୬ ଘଟିକା ୩୦ ମିନିଟ୍ ସମୟରେ ସ୍ଥାନୀୟ ଶତାୟୁ ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ମହାତ୍ମାଗାନ୍ଧି ଓ...
