ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ

Category : Uncategorized

ନୂଆପଡା ଜିଲ୍ଲା ର ଷଷ୍ଠ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ନୂଆପଡା ଜିଲ୍ଲା ପରିଷଦ ଷଷ୍ଠ ବୈଠକ ଆଜି ସଦଭାବନା ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଅଛି। ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଡ଼ଲି ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀକ ଶ୍ରମିକ ଦିବସ ୨୦୨୨ ମହାସମାରୋହରେ ପାଳିତ

ରାଉରକେଲା/ ଜିଲ୍ଲା ଶ୍ରମ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସିଭିକ ସେଣ୍ଟର ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀକ ଶ୍ରମିକ ଦିବସ ୨୦୨୨ ମହାସମାରୋହରେ ପାଳିତ ହୋଇଯାଇଛି। ରାଉରକେଲା...

ଶହିଦଙ୍କ ପରିବାର ଲାଗି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି

ରାଜ୍ୟ ସରକାର ଶହିଦଙ୍କ ପରିବାର ଲାଗି ବଡ଼ ଘୋଷଣା କରିଛନ୍ତି । ଶହିଦ ପରିବାରକୁ ମିଳୁଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି । ୧୦...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ଜଣେ ଅଟକ, ପୋଲିସ ର ତଦନ୍ତ ଜାରି 

କୋକସରା,୪/୫- କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ କେନ୍ଦୁଡଙ୍ଗରି ଗ୍ରାମ ନିକଟରେ ଥିବା ଏକ ପୋଖରୀ ନିକଟରେ ଥିବା ଏକ ଶାଗୁଆନ ଗଛରେ ବୁଧବାର...

ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ ଅନୁକୂଳ

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ,ଗତକାଲି ପବିତ୍ର ଅକ୍ଷୟ ତୃତୀୟ ଅବସରରେ ପୂରୀରେ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ଯର ଅନୁକୂଳ ହୋଇଛି।ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ...

କ୍ଲିନ୍ ଆଣ୍ଡ ଗ୍ରୀନ୍ ର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା

ରାଉରକେଲା/ ସ୍ବଚ୍ଛତା ଓ ପରିବେଶ କୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା...
error: Content is protected !!